ଗାଜାରେ ଇଣ୍ଟରନେଟ ସେବା ପୁଣି ଆରମ୍ଭ, ଲୋକଙ୍କୁ ଦକ୍ଷିଣାଞ୍ଚଳକୁ ଯିବାକୁ ଇସ୍ରାଏଲର ନିର୍ଦ୍ଦେଶ…

ଜେରୁଜେଲମ,୨୯।୧୦: ଇସ୍ରାଏଲ-ହମାସ ବିବାଦ ପରେ ବର୍ତ୍ତମାନ ତିନି ସପ୍ତାହରୁ ଅଧିକ ସମୟ ବିତିଛି। ତେବେ ଉଭୟ ପକ୍ଷରୁ ଆକ୍ରମଣ ଜାରି ରହିଛି। ସେଥିମଧ୍ୟରୁ ପ୍ରାୟ ୯,୫୦୦ ଲୋକଙ୍କର ମୃତ୍ୟୁ ହୋଇଛି। ହମାସ ଆକ୍ରମଣରେ ୧୪୦୦ରୁ ଅଧିକ ସାଧାରଣ ନାଗରିକଙ୍କର ଇସ୍ରାଏଲରେ ମୃତ୍ୟୁ ଘଟିଥିବାବେଳେ ଗାଜା ଷ୍ଟ୍ରିପରେ ଇସ୍ରାଏଲ ସେନା ଦ୍ୱାରା ହୋଇଥିବା ଆକ୍ରମଣରେ ୮,୦୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି।

ଏହି ସମୟରେ, ଗାଜା ଷ୍ଟ୍ରିପରେ ଇସ୍ରାଏଲ ଇଣ୍ଟରନେଟ ସେବା ବନ୍ଦ କରିବାର ଗୋଟିଏ ଦିନ ପରେ ଯୋଗାଯୋଗ ପ୍ରଣାଳୀ ପୁଣି ଥରେ ଫେରି ଆସିଛି। ଗାଜାର ଟେଲି ଯୋଗାଯୋଗ କମ୍ପାନୀ ରବିବାର ଏହା ନିଶ୍ଚିତ କରିଛି।

ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଧମକ ଦେଇଛନ୍ତି ଇସ୍ରାଏଲର କାର୍ଯ୍ୟକଳାପ ସବୁ ସୀମା ଅତିକ୍ରମ କରିଛି ଏବଂ ବର୍ତ୍ତମାନ ସମସ୍ତେ ମିଳିତ ଭାବେ ବିରୋଧୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି। ଟୁଇଟରରେ ଏକ ପୋଷ୍ଟରେ ରାଇସି କହିଛନ୍ତି ଆମେରିକା ଆମକୁ କିଛି ନ କରିବାକୁ କହିଥାଏ, କିନ୍ତୁ ନିଜେ ଇସ୍ରାଏଲକୁ ପୂର୍ଣ୍ଣ ସମର୍ଥନ ଦେଇଥାଏ।

ଏହି ପ୍ରସଙ୍ଗରେ ଇରାନକୁ ସମର୍ଥନ କରୁଥିବା ସଂଗଠନଗୁଡ଼ିକୁ ଆମେରିକା ଏକ ବାର୍ତ୍ତା ଦେଇଛି, କିନ୍ତୁ ଯୁଦ୍ଧକ୍ଷେତ୍ରରେ ଏହାର ଉପଯୁକ୍ତ ଉତ୍ତର ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି…

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…

କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri