ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ: ବଢ଼ିଲା ଅବଧି

ସମ୍ବଲପୁର ୧୫।୪(ବ୍ୟୁରୋ): ସମ୍ବଲପୁରରେ ବନ୍ଦ ଥିବା ଇଣ୍ଟରନେଟ ସେବା ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ। ଇଣ୍ଟରନେଟ ସେବା ବନ୍ଦ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଜିଲାରେ ଲାଗି ରହିଥିବା ଉତ୍ତେଜନା ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି ।
ଗତ ୧୩ ତାରିଖରେ ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଥିଲା । ପରିସ୍ଥିତି ଧିରେ ଧିରେ ଅଣାୟତ୍ତ ହେଉଥିବାରୁ ପୁଣି ଇଣ୍ଟରନେଟ ସେବା ଅବଧି ବୃଦ୍ଧି କରାଯାଇଛି ।
ଅପରପକ୍ଷରେ ସମ୍ବଲପୁର ସହରରେ କର୍ଫ୍ୟୁ ଲାଗୁ ହୋଇଛି । ମଧ୍ୟରାତ୍ରି ୧୨ଟାରୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri