କଟକରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

କଟକ,୬।୧୦: କଟକରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଧ ହୋଇଛି। ଏ ନେଇ ରାଜ୍ୟ ସରକାରଙ୍କୁ ଜିଲା ପ୍ରଶାସନର ପ୍ରସ୍ତାବ ଦେଇଥିଲା। ତେବେ କିଛି ସମୟ ପରେ ଚୂଡ଼ାନ୍ତ ନିଷ୍ପତ୍ତି ଆସିଛି। ଏ ନେଇ କଟକ ଅତିରିକ୍ତ ଜିଲାପାଳ ସୂଚନା ଦେଇଛନ୍ତି। ତେବେ ସନ୍ଧ୍ୟା ୭ଟାରେ ଇଣ୍ଟରନେଟ କଟକଣା ସରୁ ଥିବା ବେଳେ ପ୍ରଶାସନର ନିଷ୍ପତ୍ତିକୁ ଚାହିଁ ବସଥିଲେ କଟକବାସୀ। ପୁଣି ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଧ କଲେ ଜିଲା ପ୍ରଶାସନ। କାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର -ସିଏମ୍‌ସି, ସିଡିଏ, ବୟାଳିଶିମୌଜାରେ କଟକଣା ବଳବତ୍ତର -ପୂର୍ବ ପରି ହ୍ବାଟ୍‌ସ ଆପ୍‌, ଫେସବୁକ୍, ଏକ୍ସ, ଇନ୍‌ଷ୍ଟାଗ୍ରାମ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

ବାଣ ବିସ୍ଫୋରଣରେ ଯୁବକ ମୃତ୍ୟୁ ଘଟଣା: ପୋଲିସ ଅଧିକାରୀ ଦେଲେ ଏତଲା, ତଦନ୍ତ କରୁଛି…

ଦିଗପହଣ୍ଡି, ୨୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଘଟିଥିବା ଭୟାବହ ବାଣ ବିସ୍ଫୋରଣ ଘଟଣାରେ ପୋଲିସ ପକ୍ଷରୁ ମାମଲା ରୁଜୁ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ…

କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀଷର୍ର୍ରେ ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର…

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri