Posted inଜାତୀୟ

ଜାନୁୟାରୀ ୩୧ ପର୍ଯ୍ୟନ୍ତ ରାଜଧାନୀରେ ଇଣ୍ଟରନେଟ୍‌ ସେବା ବନ୍ଦ

ନୂଆଦିଲ୍ଲୀ, ୩୦।୧: ରାଜଧାନୀ ଦିଲ୍ଲୀରେ କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସିଙ୍ଘୁ, ଗାଜିପୁର,ଟିକରି ଆଦି ଅଞ୍ଚଳ ଏବଂ ଏହାର ଆଖପାଖ ସ୍ଥାନରେ ଇଣ୍ଟରନେଟ୍‌ ସେବାକୁ ଜାନୁୟାରୀ ୩୧ ରାତ୍ର ୧୧ଟା ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଶୁକ୍ରବାର ଘଟିଥିବା ବିସ୍ଫୋରଣ ପରେ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ-ମେଘାଳୟ ସୀମା ବିବାଦ ତୁଟିଲା…

ନୂଆଦିଲ୍ଲୀ, ୨୯।୩ : ଦୀର୍ଘ ୫୦ ବର୍ଷ ଧରି ଆସାମ ଏବଂ ମେଘାଳୟ ମଧ୍ୟରେ ଜାରି ରହିଥିବା ସୀମା ବିବାଦ ଶେଷରେ ତୁଟିଛି। ଦୁଇରାଜ୍ୟର ମୁଖ୍ୟମନ୍ତ୍ରୀ...

କୃଷକଙ୍କ ସମସ୍ୟାକୁ ନେଇ ୬ଟି ରାଲିରେ ଯୋଗଦେବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆସନ୍ତା ଦିନରେ ଉତ୍ତରପ୍ରଦେଶରେ ୬ଟି ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ସମସ୍ତ ରାଲି କୃଷକଙ୍କ...

ନର୍ସରି ଛାତ୍ରୀଙ୍କୁ ବଳାତ୍କାର: ବସ୍‌ ଡ୍ରାଇଭର୍‌ ଗିରଫ

ଭୋପାଳ,୧୪ା୯: ମଧ୍ୟପ୍ରଦେଶ ଭୋପାଳରେ ଜଣେ ସାଢ଼େ ୩ ବର୍ଷର ନର୍ସରି ଛାତ୍ରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ସ୍କୁଲ ବସ୍‌ ଡ୍ରାଇଭରଙ୍କୁ ପୋଲିସ ଗିରଫ କରିଛି। ଉତ୍ତ୍ୟକ୍ତ...

ଉଦ୍ଧାର କାର୍ଯ୍ୟରେ ସାମିଲ ହେଲା ଭାରତୀୟ ନୌସେନା

ନୂଆଦିଲ୍ଲୀ, ୧୮ା୫ : ଭାରତ ମହାସାଗରରେ ଚାଇନାର ଏକ ମାଛଧରା ବୋଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ବୁଡ଼ିଯିବାରୁ ସେଥିରେ ଥିବା ୩୯ କର୍ମଚାରୀ ନିଖୋଜ ଅଛନ୍ତି। ବେଜିଂର...

ଆପଣ କର୍ନାଟକ ପାଇଁ କ’ଣ କରିଛନ୍ତି? ମୋଦିଙ୍କୁ ରାହୁଲଙ୍କ ପ୍ରଶ୍ନ

ବେଙ୍ଗାଲୁରୁ,୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମେ’ ୧ରେ ନିଜ ଦଳ ପାଇଁ କର୍ନରଟକର ତୁମକୁର ତୁରୁବୁକେରେ ପହଞ୍ଚି ପ୍ରଚାର କରିଛନ୍ତି। ତେବେ ଏଠାରେ ଏକ...

ସୋନଭଦ୍ରା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଯୋଗୀ

ସୋନଭଦ୍ରା,୨୧।୭: ଜମି ବିବାଦକୁ ନେଇ ଉତ୍ତର ପ୍ରଦେଶର ସୋନଭଦ୍ରାରେ ୧୦ ଜଣଙ୍କୁ ଗୁଳିକରି ହତ୍ୟା କରାଯିବା ପରେ ରାଜନୀତି ହୋଇଛି ଉଷ୍ମ। ଏହି ଘଟଣାକୁ ନେଇ...

ବେଲଜ୍ଜା ଭାବରେ ମିଛ କହୁଛନ୍ତି କେଜରିଓ୍ବାଲ ସରକାର: ଭାଜପା…

ନୂଆଦିଲ୍ଲୀ,୧୮।୨ : ଭାରତୀୟ ଜନତା ପାର୍ଟି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସରକାରଙ୍କୁ ଟାର୍ଗେଟ କରିଛି। ଶନିବାର ଭାଜପା ପକ୍ଷରୁ ଏକ ଗଣମାଧ୍ୟମ ସମ୍ମିଳନୀ ଆୟୋଜିତ...

ପାକିସ୍ତାନୀ ବୋଟ୍‌ରୁ ଅସ୍ତ୍ରଶସ୍ତ୍ର ସହ ୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ, ୧୦ ଗିରଫ

ଅହମ୍ମଦାବାଦ,୨୬।୧୨: ଭାରତୀୟ ତଟରକ୍ଷୀ ବାହିନୀ ସୋମବାର ଗୁଜୁରାଟର ଆରବ ସାଗର ଉପକୂଳରୁ ଏକ ପାକିସ୍ତାନୀ ବୋଟ୍‌କୁ ଜବତ କରିଛି। ବୋଟ୍‌ରେ ଥିବା ୧୦ଜଣ ପାକିସ୍ତାନୀ ନାଗରିକଙ୍କୁ...

Advertisement
Archives

Model This Week