ପାକିସ୍ତାନରେ ଇଣ୍ଟରନେଟ୍‌ ସେବା ବନ୍ଦ

ଇସଲାମାବାଦ,୧୦ା୧୦: ପାକିସ୍ତାନରେ 3G/4G ଇଣ୍ଟରନେଟ୍‌ ସେବା ବନ୍ଦ ରହିଛି। ଇସଲାମାବାଦ ଓ ରାଓ୍ବଲପିଣ୍ଡିରେ ଇଣ୍ଟରନେଟ୍‌ ବନ୍ଦ ରହିଛି। ପାକିସ୍ତାନ ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ତେହେରିକ-ଏ-ଲବୈକ ପାକିସ୍ତାନ(TLP)ର ବିକ୍ଷୋଭ ନେଇ ବନ୍ଦ ହୋଇଛି। ଫଳରେ ପାକିସ୍ତାନର ରାଜଧାନୀ ଇସଲାମାବାଦକୁ ସଂଯୋଗ କରୁଥିବା ବିଭିନ୍ନ ରାସ୍ତା ସିଲ୍‌ କରାଯାଇଛି। ପୋଲିସ ଓ ଆନ୍ଦୋଳନକାରୀ ମୁହାଁମୁହିଁ ହୋଇଥିବାବେଳେ ପରିସ୍ଥିତି ଅଣାୟତ୍ତ ହୋଇପଡ଼ିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଉପରେ ବଢିବ ଚାପ! ଭାରତ ସମେତ ୬୦ ଦେଶ ଉପରେ ଲାଗୁ ହୋଇଥିବା ଶୁଳ୍କ ଉପରେ ମାମଲା ରୁଜୁ କଲେ ୨୫ଟି ଆମେରିକା ରାଜ୍ୟ

ଓ୍ବାଶିଂଟନ,୪।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ଶୁଳ୍କ ନୀତି ପୁଣି ଥରେ ଆଇନଗତ ବିବାଦରେ ଫସିଛି। ଡେମୋକ୍ରାଟମାନଙ୍କ ଦ୍ୱାରା ଶାସିତ ୨୫ଟି ଆମେରିକା ରାଜ୍ୟ ଟ୍ରମ୍ପ…

ଆମେରିକାରେ ହଇଚଇ! ଇରାନ ଉପରେ ଆକ୍ରମଣ ଯୋଜନା ଲିକ; ଏମାନଙ୍କୁ ଦାୟୀ କଲେ ଟ୍ରମ୍ପ…

ଓ୍ବାଶିଂଟନ,୪।୮: ଘଟଣାକ୍ରମ ପରେ, ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ ଯୋଜନା ବନ୍ଦ କରିଛି। ଟ୍ରମ୍ପ ଏହି ନିଷ୍ପତ୍ତି ପାଇଁ କାତାର ଏବଂ ୟୁଏଇର ମଧ୍ୟସ୍ଥତା…

‘ବିମାନ ବନ୍ଦରରୁ ସିଧା ଫାଶୀ ଖୁଣ୍ଟ…’, ହାସିନାଙ୍କ ବାଂଲାଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ମିଳିଲାନି ଧମକ

ଢାକା,୪।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ 2024 ରୁ ଭାରତରେ ରହୁଛନ୍ତି; କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ସେ ସେଠାରେ ରହିଛନ୍ତି। ସେ କହିଛନ୍ତି…

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି…

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି

ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି।…

ଭାରତକୁ ଖୁବ୍‌ ପ୍ରଶଂସା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ, ମୋଦିଙ୍କୁ ନେଇ କହିଲେ ବଡ଼ କଥା

ଜେରୁଜେଲମ/ନୂଆଦିଲ୍ଲୀ,୪।୮: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ରାଜନୈତିକ ଗତିଶୀଳତା ପରିବର୍ତ୍ତନ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତ ସହିତ ତାଙ୍କ ଦେଶର ସମ୍ପର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri