Posted inଜାତୀୟ

୭ ଦିନ ପାଇଁ ବନ୍ଦ ରହିବ ଇଣ୍ଟରନେଟ୍‌

କୋଲକାତା,୬।୩: ପଶ୍ଚିମବଙ୍ଗର କିଛି ଜିଲାରେ ମୋବାଇଲ ଇଣ୍ଟରନେଟ୍‌ ଏବଂ ବ୍ରଡବାଣ୍ଡ ସର୍ଭିସକୁ ୭ ଦିନ ପାଇଁ ସାମୟିକ ଭାବେ ସସ୍‌ପେଣ୍ଡ କରାଯିବ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାର।

ମାଲଦା, ମୁରଶିଦାବାଦ, ଉତ୍ତରଦିନାଜପୁର, କୁଚବେହାର, ଜଲପାଇଗୁଡ଼ି, ବୀରଭୁମ ଓ ଦାର୍ଜଲିଂ ଜିଲାର କିଛି ବ୍ଲକରେ ୭ରୁ ୧୬ ତାରିଖ ମଧ୍ୟରେ କିଛି ସମୟ ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ ରହିବ। ଆସନ୍ତା ୭ରୁ ୯, ୧୧ରୁ ୧୨, ୧୪ରୁ ୧୬ ତାରିଖରେ ଅପରାହ୍ନ ୧୧ରୁ ୩ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଏହି ସେବା ଉପଲବ୍ଧ ହେବ ନାହିଁ।

ତେବେ ଗୁଇନ୍ଦା ରିପୋର୍ଟ ଆଧାରରେ ଏହି ନିଷ୍ପତ୍ତି ନିଆଯାଇଛି। ଇଣ୍ଟରନେଟ ଟ୍ରାନ୍ସମିଶନ୍ସ ଏବଂ ଇଣ୍ଟରନେଟ୍‌ ଟେଲଫୋନ ମାଧ୍ୟମରେ କିଛି ଅଞ୍ଚଳରେ ବେଆଇନ କାରବାର ହେବାର ସୂଚନା ମିଳିଛି। ରାଜ୍ୟବାସୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି ବୋଲି ପଶ୍ଚିମବଙ୍ଗର ଅତିରିକ୍ତ ମୁଖ୍ୟ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିପ୍ଟୋକରେନ୍ସି ଆର୍ଥିକ ସ୍ଥିରତା ପ୍ରତି ବିପଦ

ମୁମ୍ବାଇ,୧୧।୨:ମୁଦ୍ରାନୀତି ଘୋଷଣା ଅବସରରେ ଆର୍‌ବିଆଇ ଗଭର୍ନର କ୍ରିପ୍ଟୋକରେନ୍ସି ନିବେଶକମାନଙ୍କୁ ସତର୍କ କରାଇ ଦେଇଛନ୍ତି। ଏହି ଡିଜିଟାଲ ମୁଦ୍ରାରେ ପୁଞ୍ଜି ଲଗାଉଥିବା ବ୍ୟକ୍ତି ମନେରଖିବା ଉଚିତ ଯେ,...

ଏକକ ଭୋଟର ତାଲିକା ପାଇଁ କେନ୍ଦ୍ରର ବିଚାର

ନୂଆଦିଲ୍ଲୀ, ୩୦।୮(ପି.ଟି.): ଲୋକ ସଭା, ରାଜ୍ୟ ବିଧାନସଭା ଏବଂ ମ୍ୟୁନିସିପାଲିଟି ତଥା ପଞ୍ଚାୟତ ନିର୍ବାଚନ ପାଇଁ ଗୋଟିଏ ଭୋଟର ତାଲିକା ପ୍ରଚଳନର ସମ୍ଭାବ୍ୟତାକୁ ନେଇ ସରକାର...

୪୩୪ କୋଟି ଟଙ୍କାର ହେରୋଇନ୍‌ ଜବତ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀରେ ରାଜସ୍ବ ଇଣ୍ଟେଲିଜେନ୍ସ ନିର୍ଦ୍ଦେଶାଳୟ(ଡିଆର୍‌ଆଇ)କୁ ଏକ ବଡ଼ ସଫଳତା ମିଳିଛି। ଦିଲ୍ଲୀରୁ ୬୨ କିଲୋଗ୍ରାମ ହେରୋଇନ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ...

ଶିଶୁଙ୍କୁ ବାହାରେ ଖେଳିବାକୁ ଛାଡନ୍ତୁ

ବର୍ତ୍ତମାନର କମ୍ପ୍ୟୁଟର ଯୁଗରେ ପିଲାଙ୍କ ପାଇଁ ଘରୁ ବାହାରି ପଡୋଶୀ ଶିଶୁଙ୍କ ସହ ଖେଳିବା ବହୁତ ଜରୁରୀ ହୋଇପଡ଼ିଛି। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଯେଉଁ...

ପୁଣି ମହଙ୍ଗା ପେଟ୍ରୋଲ-ଡିଜେଲ୍‌: ୮ ଦିନରେ ୭ଥର ବଢିଲା ଦର

ନୂଆଦିଲ୍ଲୀ,୨୯।୩: ପୁଣି ବଢିଲା ପେଟ୍ରୋଲ ଏବଂ ଡିଜେଲ୍‌ ଦାମ୍‌। ମଙ୍ଗଳବାର ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ଯଥାକ୍ରମେ ୮୦-୭୦ ପଇସା ମହଙ୍ଗା ହୋଇଛି। ଏହାସହ...

କରୋନା ସଂକ୍ରମଣରେ ୨୭ ବର୍ଷ ଯୁବକଙ୍କ ମୃତ୍ୟୁ

ପୁଣେ,୧୦।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଶୁକ୍ରବାର ପୁଣେରେ କରୋନା ପଜିଟିଭ ଥିବା ଜଣେ ୨୭ ବର୍ଷ ବୟସର ଯୁବକଙ୍କ...

କରୋନା ରୋଗୀଙ୍କ ମୃତ୍ୟୁ ଦେଖି ଭୋ ଭୋ କାନ୍ଦିଲେ ଡାକ୍ତର, କହିଲେ…

ଲକ୍ଷ୍ନୌ,୧।୫: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସା ଅଧୀକ୍ଷକ ଡା. ଏ କେ ରାୟ କରୋନା ରୋଗୀଙ୍କ ମୃତ୍ୟୁ ଦେଖି ନିଜ ଚାମ୍ବରରେ...

ପ୍ରଶଂସକଙ୍କ ପ୍ରାର୍ଥନା ଭିକ୍ଷା କଲେ ଶାରଦା

ପାଟନା,୨୧।୮: ପଦ୍ମ ଭୂଷଣରେ ସମ୍ମାନୀତ ଲୋକପ୍ରିୟ ଲୋକ ସଙ୍ଗିତ ଗାୟିକା ଶାରଦା ସିହ୍ନା କରୋନା ଭାଇରସରେ ପୀଡ଼ିତ ହୋଇଛନ୍ତି। ସେ ନିଜେ ଏକ ଭିଡିଓ ଜାରି...

Advertisement
Archives

Model This Week