Posted inଜାତୀୟ

ଆତଙ୍କବାଦୀ କରନବୀରଙ୍କ ନାଁରେ ରେଡ୍‌ କର୍ନର ନୋଟିସ୍‌

ନୂଆଦିଲ୍ଲୀ,୨୬ା୯: ଖଲିସ୍ତାନୀ ଆତଙ୍କବାଦୀ ସଂଗଠନ ବାବର ଖାଲ୍‌ସା ଇଣ୍ଟରନ୍ୟାଶନାଲର ସଦସ୍ୟ କରନବୀର ସିଂଙ୍କ ବିରୋଧରେ ଇଣ୍ଟରନ୍ୟାଶନାଲ କ୍ରିମିନାଲ ପୋଲିସ ଅର୍ଗାନାଇଜେଶନ (ଇଣ୍ଟରପୋଲ୍‌) ରେଡ୍‌ କର୍ନର ନୋଟିସ୍‌ ଜାରି କରିଛି।

ପଞ୍ଜାବର ମୂଳ ବାସିନ୍ଦା କରନବୀର ସିଂ ଏବେ ପାକିସ୍ତାନରେ ରହୁଥିବା ଜଣାପଡିଛି। ଆତଙ୍କବାଦୀ ଓ୍ବାଧ୍‌ଓ୍ବା ସିଂ ଏବଂ ହରବିନ୍ଦର ସିଂ ରିଣ୍ଡାଙ୍କ ସେ ଘନିଷ୍ଠ ସହଯୋଗୀ। ଓ୍ବାଧଓ୍ବା ଏବଂ ରିଣ୍ଡା ଭାରତରୁ ପଳାଇ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ସହଯୋଗରେ ଆତଙ୍କବାଦୀ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଭାରତରେ କରନବୀରଙ୍କ ନାଁରେ ହତ୍ୟା, ବିସ୍ଫୋରକ ସାମଗ୍ରୀ ରଖିବା, ଆତଙ୍କବାଦୀଙ୍କ ପାଇଁ ପାଣ୍ଠି ସଂଗ୍ରହ, ଆତଙ୍କବାଦ ଷଡ଼ଯନ୍ତ୍ର ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଂଘନ ମାମଲା ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri