ଜେଲ୍‌ରେ ଇମ୍ରାନଙ୍କୁ ପଚରାଉଚରା

ଇସଲାମାବାଦ,୨୭ା୮: ସାଇଫର ମାମଲାରେ ପାକିସ୍ତାନର ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ  ଫେଡେରାଲ ଇନଭେଷ୍ଟିଗେସନ ଏଜେନ୍ସିର ଅଧିକାରୀମାନେ ପଚରାଉଚରା କରିଛନ୍ତି। ଗୁପ୍ତ କୂଟନୈତିକ କେବୁଲର ଅପବ୍ୟବହାରକୁ ଇମ୍ରାନ ଗ୍ରହଣ କରିଛନ୍ତି। ରବିବାର ଗଣମାଧ୍ୟମର ରିପୋର୍ଟରେ ଏହା ଜଣାଯାଇଛି।

ଚଳିତ ମାସ ଆରମ୍ଭରେ ଏକ ଦୁର୍ନୀତି ମାମଲାରେ କୋର୍ଟ ଦୋଷୀ ସାବ୍ୟସ୍ତ ହେବା ପରେ ୭୦ ବର୍ଷୀୟ ଇମ୍ରାନ ବର୍ତ୍ତମାନ ତିନି ବର୍ଷ ଜେଲ ଦଣ୍ଡ ଭୋଗୁଛନ୍ତି। ପ୍ରଶ୍ନରେ ଥିବା କେବୁଲ ସେହି ସମାନ ଦଲିଲ ଯାହା ଗତ ବର୍ଷ ପ୍ରଧାନମନ୍ତ୍ରୀଙ୍କୁ ବହିଷ୍କାର କରିବା ପାଇଁ ଆମେରିକା ସମର୍ଥିତ ଷଡ଼ଯନ୍ତ୍ରର ପ୍ରମାଣ ଭାବରେ ଦୀର୍ଘଦିନ ଧରି କହିଥଲେ। ଏପ୍ରିଲ ୨୦୨୨ରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଦିନ ପୂର୍ବରୁ ଖାନ ଏକ ରାଲିରେ ଏକ ଡକ୍ୟୁମେଣ୍ଟ ଦେଖାଇ ଏହା ଏକ ବିଦେଶୀ ଷଡ଼ଯନ୍ତ୍ରର ପ୍ରମାଣ ବୋଲି କହିଥିଲେ।

ଏହି ପ୍ରସଙ୍ଗରେ ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ) ଅଧ୍ୟକ୍ଷଙ୍କ ପ୍ରଶ୍ନ ପଚରାଯିବାର କିଛି ଦିନ ପରେ ଅଫିସିଆଲ ସିକ୍ରେଟ ଆକ୍ଟ ଅନୁଯାୟୀ ଆମେରିକାର ଦୂତାବାସରୁ ଏକ ଗୁପ୍ତ କୂଟନୈତିକ କେବୁଲର ବିଷୟବସ୍ତୁକୁ ସାର୍ବଜନୀନ କରିବା ପାଇଁ ମାମଲା ରୁଜୁ ହେବାର କିଛି ଦିନ ପରେ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ…

ଭାରତର ଗୁରୁତ୍ୱକୁ ଅନୁଭବ କରୁଛି ବାଂଲାଦେଶ, ଏବେ କରୁଛି ଏମିତି ଚିନ୍ତା

ଢାକା,୧୧।୫: ବାଂଲାଦେଶ ଏବେ ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁଛି। ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଜଣେ ବରିଷ୍ଠ ପରାମର୍ଶଦାତାଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ବିବୃତ୍ତି ପ୍ରକାଶ…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri