ୟୁନିୟନ ରିଟାୟାରମେଣ୍ଟ ଫଣ୍ଡର ପ୍ରଚଳନ

ନୂଆଦିଲ୍ଲୀ,୩୧ା୮: ୟୁନିୟନ ଏଏମସି ପକ୍ଷରୁ ୟୁନିୟନ ରିଟାୟାରମେଣ୍ଟ ଫଣ୍ଡର ପ୍ରଚଳନ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଏକ ଓପନ-ଏଣ୍ଡେଡ ଅବସରକାଳୀନ ସମାଧାନ ଭିତ୍ତିକ ଯୋଜନା, ଯେଉଁଥିରେ ୫ବର୍ଷର ଲକ୍‌-ଇନ୍‌ ଅଥବା ଅବସର ବୟସ ପର୍ଯ୍ୟନ୍ତ (ଯେଉଁଟି ଶୀଘ୍ର ହେବ) ପାଣ୍ଠି ନିବେଶ ବ୍ୟବସ୍ଥା ରହିଛି। ୟୁନିୟନ ରିଟାୟାରମେଣ୍ଟ ଫଣ୍ଡର ନିୟୁ ଫଣ୍ଡ ଅଫର (ଏନ୍‌ଏଫଓ) ୨୦୨୨ ସେପ୍ଟେମ୍ବର ୧ରୁ ଆରମ୍ଭ ହୋଇ ୧୫ରେ ବନ୍ଦ ହେବ। ଏଥିପାଇଁ ଆବଶ୍ୟକ ସର୍ବନିମ୍ନ ପୁଞ୍ଜିନିବେଶ ପରିମାଣ ୧୦୦୦ ଟଙ୍କା ରହିଛି। ଏ ସମ୍ପର୍କରେ ୟୁନିୟନ ଏଏମସିର ସିଇଓ ଜି. ପ୍ରଦୀପ କୁମାର କହିଛନ୍ତି, ୟୁନିୟନ ରିଟାୟାରମେଣ୍ଟ ଫଣ୍ଡ କେବଳ ଏକ ଏନ୍‌ଏଫଓ ନୁହେଁ। ଏହି ଯୋଜନାର ଆଲଟମେଣ୍ଟ ୨୦୨୨ ସେପ୍ଟେ ମ୍ବର ୨୨ରେ ହେବ ଏବଂ ଯୋଜନା ଚାଲିଥିବା ବିକ୍ରି ଓ କ୍ରୟ ନିମନ୍ତେ ସେପ୍ଟେ ମ୍ବର ୨୯ରେ ପୁନଃ ଉନ୍ମୁକ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri