Posted inUncategorized

ଅରୁଣାଞ୍ଚଳରେ ୧୫ଟି ସ୍ଥାନର ନାମ ବଦଳି ଦେଲା ଚାଇନା

ନୂଆଦିଲ୍ଲୀ,୩୦।୧୨: ଉତ୍ତରପୂର୍ବ ରାଜ୍ୟ ଅରୁଣାଞ୍ଚଳ ପ୍ରଦେଶର ୧୫ଟି ସ୍ଥାନର ନାମ ପରିବର୍ତ୍ତନ କରିବାକୁ ପ୍ରୟାସ କରୁଛି ଚାଇନା। ପଡ଼ୋଶୀ ଦେଶର ଏଭଳି ପଦକ୍ଷେପକୁ କଡ଼ା ଶବ୍ଦରେ ସମାଲୋଚନା କରିଛି ନୂଆଦିଲ୍ଲୀ। ଏଭଳି କାର୍ଯ୍ୟ ଦ୍ୱାରା ଅଞ୍ଚଳର ଷ୍ଟାଟସ ବଦଳି ଯିବ ନାହିଁ। ଏହା ଭାରତର ଏକ ଅବିଚ୍ଛିନ ଅଙ୍ଗ। ଆଉ ଏହାକୁ କେହି ବଦଳି ପାରିବେ ନାହିଁ ବୋଲି କୁହାଯାଇଛି।

ଚାଇନିଜ ଭାଷାରେ ଅରୁଣାଞ୍ଚଳ ପ୍ରଦେଶର ୧୫ଟି ସ୍ଥାନର ନାମକୁ ବଦଳାଇ ଚାଇନାର ମ୍ୟାପ୍‌ରେ ଦର୍ଶାଇଥିଲା ନାଗରିକ ବ୍ୟାପାର ମନ୍ତ୍ରଣାଳୟ। ୧୫ଟି ମଧ୍ୟରୁ ୮ଟି ସ୍ଥାନରେ ଲୋକେ ବସବାସ କରୁଥିବା ବେଳେ ୪ଟି ପାହାଡିଆ ଅଞ୍ଚଳ ଓ ଦୁଇଟି ନଦୀ ରହିଛି।

ବର୍ହିପ୍ୟାପାର ମନ୍ତ୍ରଣାଳୟ ପ୍ରବକ୍ତା ଅରିନ୍ଦମ ବାଗଚି କହିଛନ୍ତି, ଆମେ ଏଭଳି ରିପୋର୍ଟ ଦେଖିଛୁ। ଚାଇନା ପାଇଁ ଅରୁଣାଞ୍ଚଳ ପ୍ରଦେଶର ସ୍ଥାନର ନାମ ବଦଳାଇବା କିଛି ନୂଆ କଥା ନୁହେଁ। ପୂର୍ବରୁ ୨୦୧୭ ଅପ୍ରିଲରେ ମଧ୍ୟ ଚାଇନା ଏଭଳି ପ୍ରୟାସ କରିଥିଲା। ଅରୁଣାଞ୍ଚଳ ପ୍ରଦେଶ ଭାରତର ଏକ ଅବିଚ୍ଛିନ ଅଙ୍ଗ। ଚାଇନାର ନାମ ବଦଳାଇବା ଉଦ୍ୟମ ଏହାକୁ କଦାପି ବଦଳି ପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri