ବଣ୍ଡା ଘାଟିରେ ଓଲଟିଲା ଅଗ୍ନିଶମ ଗାଡ଼ି

କୋରୁକୋକଣ୍ଡା, ୭।୩(ଡି.ଏନ୍‌.ଏ): ମାଲକାନଗିରି ଜିଲାର ବଣ୍ଡା ଘାଟିରେ ଏକ ଅଗ୍ନିଶମ ଗାଡ଼ି ଶନିବାର ଓଲଟି ୫ ଆହତ ହୋଇଛନ୍ତି। ଏଥିରେ ୫ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ଥିବା ବେଳେ ସେଥିମଧ୍ୟରୁ ୪ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ମନୋଜ କୁମାର ସେଠୀ, ଉମାଶଙ୍କର ନାୟକ, ସାରଙ୍ଗଧର ହାତୀ ଓ ପ୍ରକାଶ ଚନ୍ଦ୍ର ନାୟକ। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହୋଇଥିବା ଜଣାପଡ଼ିଛି। ଖାଇରପୁଟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତରଙ୍କୁ ଜିଲା ସଦର ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ରବିବାର ବଣ୍ଡା ଘାଟିର ମୁଦୁଲିପଡ଼ାରେ ପୋଲିସ ଡିଜିଙ୍କ ଗସ୍ତ ଥିବାରୁ ସେଠାକୁ କୁଡୁମୁଳୁଗୁମ୍ମାର ଅଗ୍ନିଶମ ବିଭାଗର ଗାଡ଼ି ମୁଦୁଲିପଡ଼ା ଯାଉଥିବା ସମୟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri