ଓଲଟିଲା ଯାତ୍ରୀବାହୀ ବସ୍‌: ୧ ମୃତ, ୪ ଗୁରୁତର

ରାୟଗଡା ଅଫିସ, ୩୦।୧: ରାୟଗଡ଼ା ଜିଲା ବିଷମ କଟକ ଥାନା ଅଧୀନ ବେଠିଆପଡା ନିକଟରେ ଶନିବାର ଭାରସାମ୍ୟ ହରାଇ ‘ରଘୁନାଥ’ ନାମକ ଏକ ଯାତ୍ରୀବାହୀ ବସ୍‌ ଓଲଟିପଡିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ ନୟାଗଡର ରମେଶ ଜେନା (୫୦)। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ପ୍ରକାଶ ଯେ, ରଘୁନାଥ ବସ୍‌ଟି ଭୋର ସଭୟରେ କଟକ ଜିଲା ବଡମ୍ବା ନରସିଂହପୁରରୁ ଜୟପୁର ଅଭିମୁଖେ ଯାଉଥିଲା। ରାସ୍ତା ଖରାପ ଯୋଗୁ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଗୁରୁତର ୪ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସୀମା ପାରି ହେଉଥିବା ୧୧ ବଙ୍ଗୀୟ ଶ୍ରମିକ ଧରାପଡିଲେ

ଭୋଗରାଇ, ୧୭।୪(ଡି.ଏନ.ଏ.)-କରୋନା ଲାଗି ସମଗ୍ର ଦେଶ ଲକ୍‌ଡାଉନ୍‌ ଥିବାବେଳେ ଗତ ଗୁରୁବାର ରାତିରେ ଏକ ବୋଲେରୋରେ ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପାରି ହେଉଥିବା ୧୧ଜଣ...

ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗ

ଅନୁଗୋଳ ଅଫିସ,୪ା୧୦- ଅନୁଗୋଳ ଜିଲା ବନ୍ତଳା ଥାନା ବ୍ରହ୍ମପୁର ଅଞ୍ଚଳରେ ଯୌତୁକ ପାଇଁ ସ୍ତ୍ରୀଙ୍କୁ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ...

ମରାମତି ଦାବିରେ ରାଜପଥ ଅବରୋଧ

ବଅଁରପାଳ,୨୬।୧୧(ଡି.ଏନ.ଏ.) – ଅନୁଗୋଳ ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ନଂ. ଜାତୟ ରାଜପଥର ବହୁ ସ୍ଥାନ ଶୋଚନୀୟ ହୋଇପଡିଛି। ଅନୁଗୋଳ ଠାରୁ ଜୋରଗଡ଼ିଆ ପର୍ଯ୍ୟନ୍ତ ଅନେକ ସ୍ଥାନରେ...

ଘରୁ ୫୦ ଭରି ସୁନା ଗହଣା ଚୋରି: ମିଳୁନି ସୁରାକ, ଚିନ୍ତାରେ ପୋଲିସ

ବ୍ରହ୍ମପୁର,୨୫।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବୌଦ୍ୟନାଥପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି ସଂଖ୍ୟା ବଢିବାରେ ଲାଗିଛି। ପୋଲିସ ପାଟ୍ରୋଲିଂକୁ ଜୋରାଦାର କରୁଥିବା କହୁଥିବା ବେଳେ...

ଅନ୍ତେଷ୍ଟିକ୍ରିୟା ପାଇଁ ଯାଇଥିଲେ ଗାଁକୁ, ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୨ା୩(ଡି.ଏନ୍‌.ଏ): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ଫ୍ରେଣ୍ଡସ କଲୋନୀରୁ ପୁଣି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏସ. ଲୋକନାଥ ରେଡ୍ଡୀଙ୍କ ଘର ତାଲା ଭାଙ୍ଗି ସୁନା...

ଶିଶୁ ଉଦ୍ୟାନରେ ତାଲା,ଉନ୍ନତୀକରଣ ନାଁରେ ଚାଲିଛି ଖର୍ଚ୍ଚ

ନବରଙ୍ଗପୁର,୯ା୪(ବି.ପ୍ର.): ନବରଙ୍ଗପୁର ପୌର ପରିଷଦ ୧୭ଟି ୱାର୍ଡକୁ ନେଇ ଗଠିତ। ଏହି ସହରବାସୀଙ୍କ ଆମୋଦ ପ୍ରମୋଦ ପାଇଁ ଏକମାତ୍ର ଶିଶୁ ଉଦ୍ୟାନ କୃଷକ ବଜାରକୁ ଲାଗି...

ଚାଲି ଚାଲି ଫେରୁଥିବା ଦୁଇ ଶ୍ରମିକ ପରିବାର ଉଦ୍ଧାର

ବୌଦ୍ଧ,୨୯ା୫(ସ୍ବ.ପ୍ର.)-ଶୁକ୍ରବାର ବୌଦ୍ଧ ଜିଲାରେ ପୁଣି ୧୩୦ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିବା ଜଣାଯାଇଛି। ଫଳରେ ଜିଲାକୁ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ୨୭୬୧ରେ ପହଞ୍ଚତ୍ଛି ।...

ଏବେ ବି ଅପହଞ୍ଚ ସ୍ବାଭିମାନଅଞ୍ଚଳ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳ ଏବେ ବି ଲୋକଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। ଏବେ ମଧ୍ୟ ବିଚ୍ଛିନ୍ନାଞ୍ଚଳର ୫ଟି ପଞ୍ଚାୟତ...

Advertisement
Archives

Model This Week