Advertisement
Posted inଜାତୀୟ

ଏମ୍ସରେ ସାଇବର ଆଟାକ୍‌: ୧୨ ଘଣ୍ଟା ବନ୍ଦ ରହିଥିଲା ସର୍ଭର

ନୂଆଦିଲ୍ଲୀ,୨୪।୧୧: ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ସାଇବର ଆଟାକ୍‌ ହୋଇଥିବା ଜଣାପଡ଼ିଛି। ଏହି ମାମଲାରେ ଦିଲ୍ଲୀ ପୋଲିସର ଆଇଏଫ୍‌ଏସ୍‌ଓ ୟୁନିଟ ଅଜଣା ବ୍ୟକ୍ତିଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି। ବୁଧବାର ପୂର୍ବାହ୍ନ ୧୧ରୁ ୧୨ ଘଣ୍ଟା ଧରି ସର୍ଭର ଡାଉନ୍‌ ରହିଥିଲା। ଫଳରେ ହସ୍ପିଟାଲରେ ରୋଗୀଙ୍କ ସମ୍ପର୍କିତ କାର୍ଯ୍ୟ କରିବାରେ ବାଧା ଉପୁଜିଥିଲା।
ଏହାପରେ ଏମ୍ସର ସିକ୍ୟୁରିଟି ଅଫିସର ପୋଲିସରେ ଏକ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଦିଲ୍ଲୀ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସର୍ଭର ଡାଉନ ହେବାରୁ ଏହା ସାଇବର ଆଟାକ୍‌ ବୋଲି ଆଶଙ୍କା କରାଯାଉଛି। ଏନେଇ ଦିଲ୍ଲୀ ଡିସିପି ଆଇଏଫ୍‌ଏସ୍‌ଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମଣରେ ୨୭ ବର୍ଷ ଯୁବକଙ୍କ ମୃତ୍ୟୁ

ପୁଣେ,୧୦।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଶୁକ୍ରବାର ପୁଣେରେ କରୋନା ପଜିଟିଭ ଥିବା ଜଣେ ୨୭ ବର୍ଷ ବୟସର ଯୁବକଙ୍କ...

ଭାଜପା ପାର୍‌ କଲା ୩ଶହ ମାଇଲ୍‌ ଖୁଣ୍ଟ: ୩୨୯ ଆସନରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଭାଜପା ୩ଶହ ମାଇଲ୍‌ ଖୁଣ୍ଟ ଅତିକ୍ରମ କରିଛି। ସକାଳ ସାଢ଼େ ୧୦ଟା ସୁଦ୍ଧା ୫୪୨ ଲୋକ ସଭା ଆସନ ମଧ୍ୟରୁ ଗଣତି ହୋଇଥିବା ୫୩୭...

ଭୋଟ ମାଗିବାକୁ ଗାଁ ଆସିଲେ ମିଳିବ ଠେଙ୍ଗାମାଡ଼: ଭାଜପା ବିଧାୟକଙ୍କୁ ଗ୍ରାମବାସୀଙ୍କ ଜବାବ…

ଡେରାଡୁନ୍‌,୨୦।୫: ଉତ୍ତରାଖଣ୍ଡରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାଜପା ବିଧାୟକ ଦେଶରାଜ କର୍ନଓ୍ବାଲଙ୍କୁ ଝବରେଡ଼ା ଗାଁର ଲୋକେ ଛାଟ ଦେଖାଇଛନ୍ତି। ଦେଶରାଜ...

ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସମ୍ପର୍କୀୟଙ୍କୁ ଚାକିରି ଦେବେ ସରକାର

କୋଲକାତା, ୬।୧୦: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସମ୍ପର୍କୀୟଙ୍କୁ ହୋମ୍‌ଗାର୍ଡ ଚାକିରି ଦେବାକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା...

ତାଜମହଲ ବନ୍ଦ କୋଠରୀରେ କେତେ ମୂର୍ତ୍ତି ରହିଛି ? ଉତ୍ତର ଦେଲା ଏଏସଆଇ…

ଆଗ୍ରା, ୪।୭ : ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ ଇଣ୍ଡିଆ (ଏଏସଆଇ) ଆଗ୍ରାର ବିଶ୍ୱ ପ୍ରସିଦ୍ଧ ତାଜମହଲର ଏକ ପ୍ରାଚୀନ ମନ୍ଦିର ଏବଂ ଏହାର ବନ୍ଦ କୋଠରୀରେ...

ଶୋପିଆନ୍‌ରେ ସର୍ଚ୍ଚ ଅପରେଶନ୍‌

ଶ୍ରୀନଗର,୩।୪: ଜମ୍ମୁ-କଶ୍ମୀର ଶୋପିଆନ୍‌ର ହେରାପୋରା ଅଞ୍ଚଳର ଜଙ୍ଗଲ ମଧ୍ୟରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଏଠାରେ ଥିବା ଏକ...

କରୋନାକୁ ନାହିଁ ଭୟ: ଏବେ ୩୦ ମିନିଟ୍‌ରେ ମିଳିବ ରିପୋର୍ଟ

ନୂଆଦିଲ୍ଲୀ,୨୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ପକ୍ଷରୁ ଏକ ରାପିଡ୍‌ ଆଣ୍ଟିଜେନ୍‌ କରୋନା ଟେଷ୍ଟିଂ କିଟ୍‌କୁ ବ୍ୟବହାର ଲାଗି ଅନୁମତି ଦେଇଛନ୍ତି।...

ଚନ୍ଦ୍ରାବାବୁଙ୍କ ଜନତା ଦରବାରକୁ ଭାଙ୍ଗିଲା ଜେସିବି

ଅମରାବତୀ,୨୬।୬: ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ଦ୍ୱାରା ନିର୍ମିତ ବିଲ୍ଡିଂ ପ୍ରଜା ବେଦିକାର ଭଙ୍ଗା କାର୍ଯ୍ୟ କାରି ରହିଛି। ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ...

Advertisement
Archives

Model This Week