ନବ ଦାସଙ୍କ ହତ୍ୟାର ତଦନ୍ତ ‘କୋର୍ଟ ମନିଟର୍ଡ’ ନୁହେଁ: ଭାଜପା

ଭୁବନେଶ୍ବର, ୮।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟିବା କ୍ଷଣି ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ଦ୍ୱାରା ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ। ଏହା ପର ମୁହୂର୍ତ୍ତରେ ହାଇକୋର୍ଟ ରେଜିଷ୍ଟ୍ରାରକୁ ଚିଠି ଲେଖି ତଦନ୍ତକୁ ତଦାରଖ କରିବା ପାଇଁ କହି କ୍ରାଇମବ୍ରାଞ୍ଚ ଉପରେ ତାଙ୍କ ନିଜର ବିଶ୍ୱାସ ନ ଥିବା ମୁଖ୍ୟମନ୍ତ୍ରୀ ପ୍ରମାଣିତ କଲେ। ଅବସରପ୍ରାପ୍ତ ଜଜ୍‌ ଜେ.ପି.ଦାସଙ୍କ ତତ୍ତ୍ୱାବଧାନରେ ତଦନ୍ତ କରିବାକୁ ହାଇକୋର୍ଟ କୌଣସି ଜୁଡିସିଆଲ ନିର୍ଦ୍ଦେଶ ଦେଇନାହାନ୍ତି। ବାସ୍ତବରେ ନବ ଦାସଙ୍କ ହତ୍ୟାକାଣ୍ଡର ତଦନ୍ତ ‘କୋର୍ଟ ମନିଟର୍ଡ’ ନୁହେଁ ଏବଂ ତଦାରଖ କରୁଥିବା ଅବସରପ୍ରାପ୍ତ ଜଜ୍‌ ଜେ.ପି.ଦାସଙ୍କ ନିଯୁକ୍ତି ସମ୍ପର୍ଣ୍ଣ ବେଆଇନ। ହାଇକୋର୍ଟ ଓଡ଼ିଶା ସରକାରଙ୍କ ଆଇନ ଉପଦେଷ୍ଟା ନୁହନ୍ତି। ହାଇକୋର୍ଟଙ୍କୁ କ’ଣ ଲେଖାଗଲା, କିଏ ଲେଖିଲେ ଏବଂ କେଉଁ ଦରଖାସ୍ତ ଉପରେ ହାଇକୋର୍ଟ ଏକ ନ୍ୟାୟିକ ତଦନ୍ତର ନିର୍ଦ୍ଦେଶ ପ୍ରଦାନ କରିଲେ, କେଉଁ ଆବେଦନ କିମ୍ବା ଆଦେଶ ବଳରେ ଜଣେ ଅବସରପ୍ରାପ୍ତ ଜଜ୍‌ଙ୍କ ଦ୍ୱାରା ତଦନ୍ତର ତଦାରଖ କରାଯାଉଛି, ତା’ର ସ୍ପଷ୍ଟୀକରଣ ରାଜ୍ୟ ସରକାର ରଖିବାକୁ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖପାତ୍ର ତଥା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri