କମ୍ପ୍ଲେକ୍ସ, ମଲ୍‌ରେ ଚାଲିଛି ଯାଞ୍ଚ

କେନ୍ଦୁଝର,୧୭।୫(ସ୍ବ.ପ୍ର.): ଦିଲ୍ଲୀରେ ଅଗ୍ନିକାଣ୍ଡ ପରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଅଗ୍ନିଶମ ବିଭାଗ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଛି ା ସୁରକ୍ଷା ପ୍ରମାଣ ପତ୍ର ନ ଥାଇ ଚାଲୁଥିବା ସଂସ୍ଥା, ଯାଞ୍ଚ ବେଳେ ସୁରକ୍ଷା ସରଞ୍ଜାମ କାମ କରୁ ନ ଥିବା ବା ଅନ୍ୟାନ୍ୟ ଅନୀୟମତତା ଦେଖାଦେଲେ ମାଲିକଙ୍କ ବିରୋଧରେ କୋଠର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ କୁହାଯାଇଛି। ମଙ୍ଗଳବାର କେନ୍ଦୁଝର ସହରର ବିଭିନ୍ନ ମଲ୍‌ ଉପରେ ଚଢାଉ କରି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଇଥିଲା। ତେବେ ସେଠାରେ ବ୍ୟାପକ ଅନୀୟମତତା ଓ ଅବ୍ୟବସ୍ଥା ଦେଖିବାକୁ ମିଳିଥିଲା। ଉକ୍ତ ସଂସ୍ଥା ଗୁଡିକ ବିରୋଧରେ ତୁରନ୍ତ କାର୍ଯ୍ୟାନଚଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

ଏନେଇ ଅଧିକାରୀ କେ.ସି ସାମଲ କହିଛନ୍ତି, ଯାଞ୍ଚ କାର୍ଯ୍ୟ ଚାଲିଛି। ଅବ୍ୟବସ୍ଥାକୁ ନ ସୁଧାରନ୍ତି ତେବେ ମାଲିକଙ୍କୁ ନୋଟିସ କରିବା ସହ ଜିଲାପାଳ ଓ ବିଭାଗୀୟ ଡିଜିଙ୍କୁ ଜଣାଇ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri