Posted inଜାତୀୟ

ଡିଏନଏ-ଫରେନସିକ ରିପୋର୍ଟରୁ ଆସିଲା ସାଙ୍ଘାତିକ ତଥ୍ୟ, କୋଲକାତା ମାମଲାରେ ଅନ୍ୟ ବ୍ୟକ୍ତିଙ୍କ ରହିଛି…

କୋଲକାତା,୨୭।୮: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାରେ ସିବିଆଇ ସଞ୍ଜୟ ରୟଙ୍କୁ ଗିରଫ କରିଛି। ତେବେ ପଲିଗ୍ରାଫ ଟେଷ୍ଟ ପରେ ଏବେ DNA ଏବଂ ଫରେନସିକ ରିପୋର୍ଟରୁ ସାଙ୍ଘାତିକ କଥା ସାମ୍ନାକୁ ଆସିଛି। ବର୍ତ୍ତମାନ ସିବିଆଇ ଶେଷ ପ୍ରମାଣ ପାଇଁ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (AIIMS) ର ବିଶେଷଜ୍ଞଙ୍କ ସହ ପରାମର୍ଶ ନେବ। ତେବେ ଡିଏନଏ ଓ ଫରେନ୍ସିକ ରିପୋର୍ଟରୁ ଜଣାପଡିଛି ଯେ, ଏହି ମାମଲାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସଂପୃକ୍ତି ନାହିଁ।

ସୂଚନାଥାଉ କି, ସଞ୍ଜୟ ରୟଙ୍କୁ ପ୍ରଥମେ କୋଲକାତା ପୋଲିସର ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ ଗିରଫ କରିଥିଲା, କିନ୍ତୁ କୋଲକାତା ହାଇକୋର୍ଟ ଏହି ମାମଲାର ତଦନ୍ତକୁ ସିବିଆଇକୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେବା ପରେ ଅଭିଯୁକ୍ତଙ୍କୁ ସିବିଆଇ ହସ୍ତାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା…

ମତଦାନ ପରେ ଏମିତି କହିଲେ ଦାଶରଥି, ମୋ ଘର ପାହାଡ଼ ଉପରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ସେମବାର ମତଦାନ ଚାଲିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି,…

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri