ନିବେଶକ ଯୋଡ଼ିଲେ ଲକ୍ଷାଧିକ ଟଙ୍କାର ନିବେଶ

ମୁମ୍ବାଇ,୩।୧ (ଅଭୟ ଦାଶ): ନୂଆବର୍ଷ ଆରମ୍ଭରୁ ଶେୟାର ବଜାରର ନିବେଶକମାନେ ଉତ୍ସାହିତ ଅଛନ୍ତି। ଏପରିକି ବର୍ଷ ଆରମ୍ଭରୁ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିବେଶକ ପୁଞ୍ଜିବଜାରରେ ଲକ୍ଷାଧିକ ଟଙ୍କାର ନିବେଶ ଯୋଡ଼ିଛନ୍ତି।
ଉଲ୍ଲେଖଯୋଗ୍ୟ, ଚଳିତ ସପ୍ତାହର ଚତୁର୍ଥ କାର୍ଯ୍ୟଦିବସ ପ୍ରାରମ୍ଭରୁ ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେନ୍‌ସେକ୍ସ୧.୯୪% ବୃଦ୍ଧି ଘଟି ପ୍ରାୟ ୮୦,୦୩୩ ଅଙ୍କ ଛୁଇଁଥିଲାବେଳେ କାରବାର ଶେଷ ବେଳକୁ ଏହା ୧୪୩୬.୩୦ ଅଙ୍କ ବୃଦ୍ଧି ଘଟି ପ୍ରାୟ ୮୦,୦୦୦ (୭୯,୯୪୩.୭୧ ଅଙ୍କ) ଅଙ୍କର ନିକଟବର୍ତ୍ତୀ ହୋଇଛି। ଏପରିକି ନିଫ୍ଟି ୫୦ର କାରବାର ୨.୦୩% ବୃଦ୍ଧି ଘଟି ୨୪,୨୨୬.୭% ଅଙ୍କରେ ପହଞ୍ଚତ୍ୟାଇଥିଲାବେଳେ କାର୍ଯ୍ୟଦିବସ ଶେଷ ସୁଦ୍ଧା ଏହା ୧.୮୮% ବୃଦ୍ଧି ଘଟି ୨୪,୦୦୦ ( ୨୪,୧୮୮.୬୫ ଅଙ୍କ) ଅଙ୍କ ଉପରେ ଉପରେ ରହିଛି। ସେହିଭଳି ୩୦ ଶେୟାର ବିଶିଷ୍ଠ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ ଓ ସ୍ମଲକ୍ୟାପ କାରବାରରେ ପ୍ରାୟ ୨% ବୃଦ୍ଧି ଘଟିଥିଲାବେଳେ ନିଫ୍ଟି ସ୍ମଲକ୍ୟାପ୍‌ର କାରବାର ୧.୧୪% ବୃଦ୍ଧି ଘଟି ୫୮,୧୦୮.୨୦ ଅଙ୍କରେ ପହଞ୍ଚତ୍ଛି। ଏପରିକି ନିଫ୍ଟି ସ୍ମଲକ୍ୟାପ୍‌ର କାରବାର ୦.୬୩% ବୃଦ୍ଧି ଘଟି ୯୦୬୫.୨୦ ଅଙ୍କରେ ଥିଲାବେଳେ ବ୍ୟାଙ୍କିଙ୍ଗ୍‌ ୧.୦୭% ବୃଦ୍ଧି ଘଟି ୫୧,୬୦୫.୫୫ ଅଙ୍କରେ କାରବାର ବନ୍ଦ ହୋଇଥିଲା।
ସେହିପରି ସେକ୍ଟରିଆଲ କ୍ଷେତ୍ରରେ ସମସ୍ତ ନିବେଶକ ଲାଭବାନ୍‌ ହୋଇଥିଲାବେଳେ ଅଟୋ (୩.୫%), ଆଇଟି (୨%) ଏବଂ ଏଫ୍‌ଏମ୍‌ସିଜି, ଅଏଲ ଆଣ୍ଡ ଗ୍ୟାସ୍‌, ପିଏସ୍‌ୟୁ, ରିଅଲିଟି ଏବଂ ବ୍ୟାଙ୍କ (୧%) ଆଦିର ନିବେଶକ ବୃଦ୍ଧି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri