ନିବେଶକ ଯୋଡ଼ିଲେ ଲକ୍ଷାଧିକ ଟଙ୍କାର ନିବେଶ

ମୁମ୍ବାଇ,୩।୧ (ଅଭୟ ଦାଶ): ନୂଆବର୍ଷ ଆରମ୍ଭରୁ ଶେୟାର ବଜାରର ନିବେଶକମାନେ ଉତ୍ସାହିତ ଅଛନ୍ତି। ଏପରିକି ବର୍ଷ ଆରମ୍ଭରୁ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିବେଶକ ପୁଞ୍ଜିବଜାରରେ ଲକ୍ଷାଧିକ ଟଙ୍କାର ନିବେଶ ଯୋଡ଼ିଛନ୍ତି।
ଉଲ୍ଲେଖଯୋଗ୍ୟ, ଚଳିତ ସପ୍ତାହର ଚତୁର୍ଥ କାର୍ଯ୍ୟଦିବସ ପ୍ରାରମ୍ଭରୁ ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେନ୍‌ସେକ୍ସ୧.୯୪% ବୃଦ୍ଧି ଘଟି ପ୍ରାୟ ୮୦,୦୩୩ ଅଙ୍କ ଛୁଇଁଥିଲାବେଳେ କାରବାର ଶେଷ ବେଳକୁ ଏହା ୧୪୩୬.୩୦ ଅଙ୍କ ବୃଦ୍ଧି ଘଟି ପ୍ରାୟ ୮୦,୦୦୦ (୭୯,୯୪୩.୭୧ ଅଙ୍କ) ଅଙ୍କର ନିକଟବର୍ତ୍ତୀ ହୋଇଛି। ଏପରିକି ନିଫ୍ଟି ୫୦ର କାରବାର ୨.୦୩% ବୃଦ୍ଧି ଘଟି ୨୪,୨୨୬.୭% ଅଙ୍କରେ ପହଞ୍ଚତ୍ୟାଇଥିଲାବେଳେ କାର୍ଯ୍ୟଦିବସ ଶେଷ ସୁଦ୍ଧା ଏହା ୧.୮୮% ବୃଦ୍ଧି ଘଟି ୨୪,୦୦୦ ( ୨୪,୧୮୮.୬୫ ଅଙ୍କ) ଅଙ୍କ ଉପରେ ଉପରେ ରହିଛି। ସେହିଭଳି ୩୦ ଶେୟାର ବିଶିଷ୍ଠ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ ଓ ସ୍ମଲକ୍ୟାପ କାରବାରରେ ପ୍ରାୟ ୨% ବୃଦ୍ଧି ଘଟିଥିଲାବେଳେ ନିଫ୍ଟି ସ୍ମଲକ୍ୟାପ୍‌ର କାରବାର ୧.୧୪% ବୃଦ୍ଧି ଘଟି ୫୮,୧୦୮.୨୦ ଅଙ୍କରେ ପହଞ୍ଚତ୍ଛି। ଏପରିକି ନିଫ୍ଟି ସ୍ମଲକ୍ୟାପ୍‌ର କାରବାର ୦.୬୩% ବୃଦ୍ଧି ଘଟି ୯୦୬୫.୨୦ ଅଙ୍କରେ ଥିଲାବେଳେ ବ୍ୟାଙ୍କିଙ୍ଗ୍‌ ୧.୦୭% ବୃଦ୍ଧି ଘଟି ୫୧,୬୦୫.୫୫ ଅଙ୍କରେ କାରବାର ବନ୍ଦ ହୋଇଥିଲା।
ସେହିପରି ସେକ୍ଟରିଆଲ କ୍ଷେତ୍ରରେ ସମସ୍ତ ନିବେଶକ ଲାଭବାନ୍‌ ହୋଇଥିଲାବେଳେ ଅଟୋ (୩.୫%), ଆଇଟି (୨%) ଏବଂ ଏଫ୍‌ଏମ୍‌ସିଜି, ଅଏଲ ଆଣ୍ଡ ଗ୍ୟାସ୍‌, ପିଏସ୍‌ୟୁ, ରିଅଲିଟି ଏବଂ ବ୍ୟାଙ୍କ (୧%) ଆଦିର ନିବେଶକ ବୃଦ୍ଧି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri