ଶେଷ କାର୍ଯ୍ୟଦିବସରେ ନିବେଶକ ନିରାଶ

ମୁମ୍ବାଇ,୪।୧: କ୍ରମାଗତ ଭାବେ ଘରୋଇ ଶେୟାର ବଜାରର ନିବେଶକମାନେ ନିରାଶ ହେଉଛନ୍ତି। ଏପରିକି ବର୍ଷ ଆରମ୍ଭରୁ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିବେଶକମାନେ ଆଶ ଓ ଆଶଙ୍କା ମଧ୍ୟରେ କାରବାର କରୁଥିବାବେଳେ ପୁଞ୍ଜି ବଜାରରେ ଲକ୍ଷାଧିକ ଟଙ୍କାର ନିବେଶ ହରାଇ ନିବେଶକ ନିିରାଶ ହୋଇଛନ୍ତି।
ଉଲ୍ଲେଖଯୋଗ୍ୟ, ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସରେ ବିଏସ୍‌ଇ ସେନ୍‌ସେକ୍ସ ର କାରବାର ୦.୯୦% ହ୍ରାସ ଘଟି ୭୯,୨୨୩.୧୧ ଅଙ୍କରେ ରହିଥିଲାବେଳେ ନିଫ୍ଟି ୫୦ର କାରବାର ମଧ୍ୟ ୦.୭୬% କମି ୨୪,୦୦୪.୭୫ ଅଙ୍କରେ ରହିଛି। ସେହିଭଳି ୩୦ ଶେୟାର ବିଶିଷ୍ଠ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ ଓ ସ୍ମଲ୍‌କ୍ୟାପର କାରବାର ପ୍ରାୟ ୧% ହ୍ରାସ ଘଟିଥିଲାବେଳେ ନିଫ୍ଟି ସ୍ମଲକ୍ୟାପର କାରବାର ୧୭୭.୧୫% କମି ୫୭,୯୩୧.୦୫ ଅଙ୍କରେ ପହଞ୍ଚତ୍ଛି। ଏପରିକି ନିଫ୍ଟି ସ୍ମଲକ୍ୟାପର କାରବାର ୦.୫୮% ହ୍ରାସ ଘଟି ୯୦୧୨.୭୫ ଅଙ୍କରେ ଥିଲାବେଳେ ବ୍ୟାଙ୍କିଙ୍ଗ୍‌ ୧.୨୦% ହ୍ରାସ ଘଟି ୫୦,୯୮୮.୮୦ ଅଙ୍କରେ କାରବାର ବନ୍ଦ ହୋଇଥିଲା।
ସେହିପରି ସେକ୍ଟରିଆଲ କ୍ଷେତ୍ରରେ ସମସ୍ତ ନିବେଶକ ପ୍ରାୟ ୧ରୁ ୨% ନିବେଶ ହରାଇଥିଲାବେଳେ ଅଟୋ , ଆଇଟି ଏବଂ ଏଫ୍‌ଏମ୍‌ସିଜି, ଅଏଲ ଆଣ୍ଡ ଗ୍ୟାସ୍‌, ପିଏସ୍‌ୟୁ, ରିଅଲିଟି ଏବଂ ବ୍ୟାଙ୍କ ଆଦିର ନିବେଶକ କ୍ଷତି ସହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri