ନୂଆଦିଲ୍ଲୀ,୨୬।୯: ବିଗତ କିଛି ଦିନ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସ (ଷ୍ଟକ୍ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ନିରୁତ୍ସାହିତ ହୋଇପଡିଛନ୍ତି। କାରଣ ଗତ କିଛି ସପ୍ତାହ ହେବ କ୍ରମାଗତ ଭାବେ ଶେୟାର ବଜାର କାରବାରରେ ହ୍ରାସ ଘଟୁଥିବାବେଳେ ସୋମବାର ଆଶା ଓ ଆଶଙ୍କା ମଧ୍ୟରେ ବଜାର କାରବାର ଶେଷ ହୋଇଛି। ଫଳରେ ଷ୍ଟକ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୧୪.୫୪ ପଏଣ୍ଟ ବୃଦ୍ଧି ଘଟି ୬୬,୦୨୩.୬୯ ଅଙ୍କରେ କାରବାର ବନ୍ଦ କରିଥିଲା ବେଳେ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ୦.୩୦ ପଏଣ୍ଟ ହ୍ରାସ ଘଟି ୧୯,୬୭୪.୫୫ ଅଙ୍କରେ କାରବାର ବନ୍ଦ କରିଥିଲା। ଉଲ୍ଲେଖଯୋଗ୍ୟ, ବିଏସଏଇ ସେନସେକ୍ସର କାରବାର ସବୁଜ ରଙ୍ଗରେ ବନ୍ଦ ହୋଇଥିଲା।
ଆସିଲା ବଡ଼ ଅପଡେଟ୍: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…
ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…
ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍, ECଙ୍କୁ ରାତିରେ ଦେଲେ…
କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…
ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…
ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…
ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…
ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍ ଖୋଲିଲେ ବାପା, କହିଲେ…
ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…
‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…
ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…
ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…
ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…
୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ
ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

