୨ ଲକ୍ଷ କୋଟି ଟଙ୍କା ବଢ଼ିଲା ନିବେଶକଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୫।୮: ଗତ ୪ ସେସନରେ କ୍ଷତି ସହିବା ପରେ ମଙ୍ଗଳବାର ଦେଶର ପୁଞ୍ଜି ବଜାରରେ କାରବାର ବେଶ୍‌ ଉନ୍ନତ ରହିଛି। ଏହି ସମୟରେ ନିବେଶକଙ୍କ ସମ୍ପତ୍ତି ୨ ଲକ୍ଷ କୋଟି ଟଙ୍କା ବୃଦ୍ଧି ଘଟିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ସୂଚକାଙ୍କ ଏହି ସମୟରେ ୭୪୧.୩୧ ପଏଣ୍ଟ ବୃଦ୍ଧି ଘଟିଛି। ଏଥିରେ ୨.୩% ବୃଦ୍ଧି ଘଟି ୩୭,୬୮୭.୯୧ ପଏଣ୍ଟ ସ୍ତରରେ କାରବାର ବନ୍ଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri