ଗୋପାଳପୁର ମହୋତ୍ସବ ପାଇଁ ମା’ ତାରାତାରିଣୀଙ୍କୁ ନିମନ୍ତ୍ରଣ, ପ୍ରଥମଥର ପାଇଁ…

ପୁରୁଷୋତ୍ତମପୁର,୨୫/୧(ସବିତା ମିଶ୍ର): ଗୋପାଳପୁର ମହୋତ୍ସବକୁ ଆଉ ମାତ୍ର ଦୁଇ ଦିନ ବାକି ରହିଛି । ଗଞ୍ଜାମ ଜିଲାର ଗୋପାଳପୁର ଠାରେ ହେବାକୁଥିବା ବେଳାଭୂମି ମହୋତ୍ସବ ଲାଗି ପ୍ରଶାସନ ପକ୍ଷରୁ ପ୍ରଥମେ ଗଞ୍ଜାମର ଇଷ୍ଟଦେବୀ ମା ତାରାତାରିଣୀଙ୍କୁ ନିମନ୍ତ୍ରଣ କରାଯାଇଛି ।

ରବିବାର ପୁରୁଷୋତ୍ତମପୁର ତହସିଲଦାର ତଥା ମନ୍ଦିର ନିର୍ବାହୀଅଧିକାରୀ ବିନୋଦ କୁମାର ବେହେରା ନିମନ୍ତ୍ରଣ ପତ୍ରଧରି ମାଙ୍କ ନିକଟକୁ ଆସି ପୂଜାର୍ଚ୍ଚନା କରିବା ସହ କିପରି ଶାନ୍ତିଶ୍ରୁଙ୍ଖଳାରେ ମହେତ୍ସବ ସରିବ, ସମସ୍ତ ପର୍ଯ୍ଯଟକ ଦର୍ଶକ ସୁରକ୍ଷିତ ହୋଇରହିବେ ସେଥିନେଇ କାମନା କରିଛନ୍ତି । ମହୋତ୍ସବ ଆରମ୍ଭର ପ୍ରଥମଦିନ ୨୭ ତାରିଖରେ ସ୍ବତନ୍ତ୍ରଭାବରେ ଏକ ମଶାଲ ମାଙ୍କଠାରୁ ବାହାରୀ ଗୋପାଳପୁରରେ ପହଁଚିବା ପରେ କାର୍ଯ୍ଯକ୍ରମ ଆରମ୍ଭ ହେବ । ଏହି ପରମ୍ପରା ଚଳିତବର୍ଷ ପ୍ରଥମ କରି ଆରମ୍ଭ ହୋଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri