Posted inଖେଳ

ଆଇଓଏ ସାଧାରଣ ସମ୍ପାଦକ ରାଜୀବ ମେହେଟା କରୋନା ପଜିଟିଭ

ନୂଆଦିଲ୍ଲୀ,୫।୧୧(ପି.ଟି.): ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ସାଧାରଣ ସମ୍ପାଦକ ରାଜୀବ ମେହେଟା କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଗତ ସପ୍ତାହରେ ଜ୍ୱର ଅନୁଭବ କରିବାରୁ ସେ ଟେଷ୍ଟ କରାଇଥିଲେ। ଏବେ ସେ ଦିଲ୍ଲୀସ୍ଥିତ ନିଜ ବାସଭବନରେ ସେଲ୍ଫ ଆେଇସୋଲେଶନରେ ରହିଛନ୍ତି ବୋଲି ମେହେଟା କହିଛନ୍ତି। ରବିବାର ପଜିଟିଭ ବୋଲି ଜାଣିବାକୁ ପାଇଥିଲି। ହୋମ୍‌ ଆଇସୋଲେଶନରେ ରହିବାକୁ ମାତେ ପରାମର୍ଶ ଦିଆଯାଇଛି। ସେ ଭଳି ବଡ଼ ସମସ୍ୟା କିଛି ନାହିଁ। ଏବେ ସମ୍ପୂର୍ଣ୍ଣ ଠିକ୍‌ ଅଛି ଓ ଖୁବ୍‌ଶୀଘ୍ର ଆରୋଗ୍ୟ ଲାଭ କରିବି ବୋଲି ମେହେଟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କ ବିନା ସିଏସ୍‌କେର ଅସ୍ତିତ୍ୱ ନାହିଁ

ଆବୁଧାବି,୧୮।୧୦: ମହେନ୍ଦ୍ର ସିଂ ଧୋନୀଙ୍କ ବିନା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଅସ୍ତିତ୍ୱ ନାହିଁ। ଠିକ୍‌ ସେହିଭଳି ସିଏସ୍‌କେ ବିନା ଧୋନୀ ମଧ୍ୟ କିଛି ନୁହେଁ।...

ଲର୍ଡସ ଟେଷ୍ଟ ପରେ ଆଣ୍ଡରସନଙ୍କ ପୁରୁଣା ଭିଡିଓ ଭାଇରାଲ: ଖଣ୍ଡ ଖଣ୍ଡ କରୁଛନ୍ତି ଏହି ଭାରତୀୟ କ୍ରିକେଟରଙ୍କ ଫଟୋ

ଲଣ୍ଡନ,୨୦।୮: ଲୋକଙ୍କ ମୁହଁରେ କହିବାକୁ ନେଇ ବେଶ ଜଣାଶୁଣା ଜେମ୍ସ ଆଣ୍ଡରସନ। ସେ କ୍ରିକେଟ ପଡ଼ିଆରେ ବୋଲିଂ ସହ ବିରୋଧୀ ଟିମ୍‌ର ଖେଳାଳିମାନଙ୍କ ସହ ବଚସାକୁ...

ପୂର୍ବତନ ହକି ଅଧିନାୟକ ସନ୍ଦୀପ ସିଂ ହେଲେ କ୍ରୀଡ଼ାମନ୍ତ୍ରୀ

ଚଣ୍ଡିଗଡ଼, ୧୬ା୧୧- ଭାରତର ପୂର୍ବତନ ହକି ଅଧିନାୟକ ସନ୍ଦୀପ ସିଂ ହରିୟାଣା ରାଜ୍ୟର କ୍ରୀଡ଼ାମନ୍ତ୍ରୀ ହୋଇଛନ୍ତି। ଗୁରୁବାର ସେ ରାଜ୍ୟ ପାହ୍ୟା ମନ୍ତ୍ରୀ ଭାବେ ଶପଥ...

ଭାରତ-ଦକ୍ଷିଣ ଆଫ୍ରିକାର ପ୍ରଥମ ମ୍ୟାଚ୍ ବାତିଲ

ଧର୍ମଶାଳା,୧୨୩- ସ୍ଥାନୀୟ ହିମାଚଳ ପ୍ରଦେଶ ଷ୍ଟାଡିୟମରେ ଗୁରୁବାର ଖେଳାଯିବାକୁ ଥିବା ଭାରତ ଓ ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ବାତିଲ ହୋଇଯାଇଛି। ଲଗାଣ...

୪୯ ବର୍ଷରେ ପ୍ରଥମ ଥର

ଟୋକିଓ,୧।୮: ୪୯ ବର୍ଷରେ ପ୍ରଥମ ଥର ପାଇଁ ଅଲିମ୍ପିକ୍ସ ସେମିଫାଇନାଲରେ ପ୍ରବେଶ କରିଛି ଭାରତୀୟ ପୁରୁଷ ହକି ଦଳ। ରବିବାର ଖେଳାଯାଇଥିବା କ୍ୱାର୍ଟର ଫାଇନାଲରେ ଟିମ୍‌...

ଜୁଲାଇ- ସେପ୍ଟେମ୍ବରରେ ଆଇପିଏଲ୍‌ ଆୟୋଜନ ନେଇ ଯୋଜନା

ମୁମ୍ବାଇ,୧୯।୩- କରୋନା ଭାଇରସ ସଂକ୍ରମଣ କାରଣରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣକୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ତେବେ ଏହି...

ଲଞ୍ଚ୍‌ ପର୍ଯ୍ୟନ୍ତ ଭାରତର ସ୍କୋର ୧/୮୨

କାନପୁର,୨୫।୧୧: ଶୁଭମନ ଗିଲଙ୍କ ଅର୍ଦ୍ଧଶତକୀୟ ଇନିଂସ ଆଧାରରେ ଭାରତ ପ୍ରଥମ ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ମଧ୍ୟାହ୍ନ ଭୋଜନ ବିରତି ପର୍ଯ୍ୟନ୍ତ ଗୋଟିଏ ଉଇକେଟ ହରାଇ...

ଉଥପ୍ପାଙ୍କୁ ନେଲା ଚେନ୍ନାଇ: ରୟାଲ ଚ୍ୟାଲେଞ୍ଜର୍ସରେ ସାମ୍ସ, ହର୍ଷଲ

ନୂଆଦିଲ୍ଲୀ,୨୩।୧: ଆଇପିଏଲ ଟ୍ରେଡ୍‌ ଓ୍ବିଣ୍ଡୋକୁ ବ୍ୟବହାର କରି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଫ୍ରାଞ୍ଚାଇଜ୍‌ ଭାବେ ଡାନିଏଲ ସାମ୍ସ ଓ ହର୍ଷଲ ପଟେଲଙ୍କୁ ନିଜ ଦଳରେ...

Advertisement
Archives

Model This Week