Posted inଖେଳ

ଭିନେଶଙ୍କୁ ମିଳିବନି ପଦକ, ପିଟି ଉଷା କହିଲେ…

ନୂଆଦିଲ୍ଲୀ,୧୫।୮: କୋର୍ଟ ଅଫ ଆର୍ବିଟ୍ରେସନ ଫ୍ର ସ୍ପୋଟର୍‌ସ(ସିଏଏସ)ରେ ଭିନେଶ ଫଗୋଟଙ୍କ ଆବେଦନ ଖାରଜ ହୋଇଯାଇଛି। ଏହି ସମୟରେ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓସି) ସଭାପତି ପିଟି ଉଷାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। କୋର୍ଟ ଅଫ ଆର୍ବିଟ୍ରେସନ ଫର୍‌ ସ୍ପୋର୍ଟ (ସିଏଏସ)ରେ ଭିନେଶଙ୍କ ଆବେଦନ ଖାରଜ ହେବା ଉପରେ ପିଟି ଉଷା ଆଶ୍ଚର୍ଯ୍ୟ ଏବଂ ନିରାଶ ବ୍ୟକ୍ତ କରିଛନ୍ତି।

ବାସ୍ତବରେ ଭାରତୀୟ ମହିଳା ରେସଲର ଭିନେଶ ଫୋଗଟ ପ୍ୟାରିସ ଅଲିମ୍ପିକ୍ସରେ ୫୦ କିଲୋଗ୍ରାମ ଓଜନ ବର୍ଗର ଫାଇନାଲରେ ପ୍ରବେଶ କରିଥିଲେ। କିନ୍ତୁ ଫାଇନାଲ ପୂର୍ବରୁ ଭିନେଶଙ୍କ ଓଜନ ୧୦୦ଗ୍ରାମ ଅଧିକ ଥିଲା। ଯାହା ପରେ ଏହି ଭାରତୀୟ ରେସଲରଙ୍କୁ ଅଯୋଗ୍ୟ ଘୋଷିତ କରାଯାଇଥିଲା। ଏହିପରି ଭାବରେ ଭିନେଶ ଫୋଗାଟ ଫାଇନାଲର ଏକ ଅଂଶ ହୋଇପାରିଲେ ନାହିଁ । ଯଦି କୋର୍ଟ ଅଫ ଆର୍ବିଟ୍ରେସନ ଫର ସ୍ପୋର୍ଟର ନିଷ୍ପତ୍ତି ଭିନେଶଙ୍କ ସପକ୍ଷରେ ରହିଥାନ୍ତା ତେବେ ସେ ରୌପ୍ୟ ପଦକ ପାଇଥାନ୍ତେ, କିନ୍ତୁ ବର୍ତ୍ତମାନ ଏହି ଭାରତୀୟ କୁସ୍ତି ଯୋଦ୍ଧାଙ୍କୁ ଖାଲି ହାତରେ ଦେଶକୁ ଫେରିବାକୁ ପଡିବ।

ଇଣ୍ଡିଆନ ଅଲିମ୍ପିକ ଆସୋସିଏଶନ (ଆଇଓସି) ଏକ ବିବୃତ୍ତି ଜାରି କରିଛି। ଏହି ବିବୃତ୍ତିରେ କୁହାଯାଇଛି ଯେ ଭିନେଶ ଫୋଗଟ ମାତ୍ର ୧୦୦ଗ୍ରାମ ପାଇଁ ଅଯୋଗ୍ୟ ହୋଇଥିଲେ। ଏହା କେବଳ ଫଳାଫଳ ଉପରେ ନକାରାତ୍ମକ ପ୍ରଭାବ ପକାଇବ ନାହିଁ ବରଂ ସେମାନଙ୍କ କ୍ୟାରିୟର ଉପରେ ମଧ୍ୟ ପ୍ରଭାବ ପକାଇବ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri