Posted inଖେଳ

ଅଲିମ୍ପିକ୍ସରେ ସାମିଲ ହେବ କ୍ରିକେଟ

ମୁମ୍ବାଇ,୧୩ା୧୦: ୨୦୨୮ ଅଲିମ୍ପିକ୍ସରେ ପୁରୁଷ ଓ ମହିଳା କ୍ରିକେଟ ସାମିଲ ହେବାକୁ ଯାଉଛି। ଲସ୍‌ଏଞ୍ଜେଲ୍ସ ଗେମ୍ସ ଆୟୋଜକଙ୍କ ଏ ସମ୍ପର୍କିତ ପ୍ରସ୍ତାବ ଶୁକ୍ରବାର ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଦ୍ୱାରା ଅନୁମୋଦନ ଲାଭ କରିଛି। କ୍ରିକେଟ ଟି୨୦ ଫର୍ମାଟରେ ଖେଳାଯିବ। ଅନ୍ୟ ୪ଟି ଖେଳ ମଧ୍ୟ ଏଥିରେ ସ୍ଥାନ ପାଇବ। ସେଗୁଡ଼ିକ ହେଲା ବେସ୍‌ବଲ୍‌-ସଫ୍ଟବଲ, ଫ୍ଲାଗ୍‌ ଫୁଟ୍‌ବଲ, ଲାକ୍ରୋସେ (ସିକ୍ସେସ) ଏବଂ ସ୍କ୍ବାଶ।

ରବିବାର ଆରମ୍ଭ ହେବାକୁ ଥିବା ଆଇଓସି ସେସନରେ ଏହି ପ୍ରସ୍ତାବଗୁଡ଼ିକ ନେଇ ଭୋଟ ଗ୍ରହଣ ହେବ। କ୍ରିକେଟ ସପକ୍ଷରେ ଯଦି ଅଧିକ ସମର୍ଥନ ମିଳେ ତେବେ କ୍ରିକେଟ ଅଲିମ୍ପିକ୍ସରେ ସ୍ଥାନ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri