Posted inଖେଳ

ଏହି ତାରିଖରୁ ଆରମ୍ଭ ହେବ ଆଇପିଏଲ୍‌ ୨୦୨୧ର ଅବଶିଷ୍ଟ ମ୍ୟାଚ୍‌

ନୂଆଦିଲ୍ଲୀ,୭।୬: ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ପାଇଁ କାର୍ଯ୍ୟସୂଚୀ ଜାରି ହୋଇଛି। ସେପ୍ଟେମ୍ବର ୧୯ରୁ ଏହି ଲିଗ ଆରମ୍ଭ ହେବ। ଫାଇନାଲ ଅକ୍ଟୋବର ୧୫ରେ ଖେଳାଯିବ। ବିସିସିଆଇର ଜଣେ ଅଧିକାରୀ କହିଛନ୍ତି ଯେ, ମ୍ୟାଚ ଶେଷ କରିବାକୁ ବୋର୍ଡ ୨୫ ଦିନର ୱିଣ୍ଡୋ ଖୋଜୁଛି। ଅବଶିଷ୍ଟ ମ୍ୟାଚ ଶାରଜା, ଦୁବାଇ ଏବଂ ଆବୁଧାବିରେ ଅନୁଷ୍ଠିତ ହେବ।
ନିକଟରେ ବିସିସିଆଇ ଏକ ବୈଠକ ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ ଭାରତ ପରିବର୍ତ୍ତେ ୟୁଏଇରେ ଅନୁଷ୍ଠିତ ହେବ ବୋଲି ଘୋଷଣା କରାଯାଇଥିଲା। ସୂଚନାଯୋଗ୍ୟ, କରୋନା ମାମଲା ଆସିବା ପରେ ୪ ମେରେ ଏହି ଟି -୨୦ ଲିଗ ସ୍ଥଗିତ ରଖାଯାଇଥିଲା। ମୋଟ ୨୯ଟି ମ୍ୟାଚ ହୋଇଥିଲା। ୩୧ଟି ମ୍ୟାଚ ଆଉ ବାକି ଅଛି। ୨୦୨୦ର ପୁରା ୬୦ଟି ମ୍ୟାଚ ୟୁଏଇରେ ଅନୁଷ୍ଠିତ ହୋଇଥିଲା ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିଅନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶୋକ ମାଲହୋତ୍ରା ଆଇସିଏ ଅଧ୍ୟକ୍ଷ ହେବେ

ନୂଆଦିଲ୍ଲୀ,୬।୧୦(ପି.ଟି.)- ପୂର୍ବତନ ଟେଷ୍ଟ କ୍ରିକେଟର ଆଶୋକ ମାଲହୋତ୍ରା ନିର୍ଦ୍ୱନ୍ଦ୍ୱରେ ଇଣ୍ଡିଆନ କ୍ରିକେଟର୍ସ ଆସୋସିଏଶନ (ଆଇସଏ)ର ଅଧ୍ୟକ୍ଷ ହେବା ନିଶ୍ଚିତ ହୋଇଛି। ନୂଆକରି ସୃଷ୍ଟି ହୋଇଥିବା ଏହି...

ବାଦ୍‌ ପଡ଼ିଲେ ବୀରେନ୍ଦ୍ର

ଭୁବନେଶ୍ୱର, ୧୯।୧୦(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ପାଇଁ ଶୁକ୍ରବାର ଘୋଷିତ ଦଳରୁ ଅଭିଜ୍ଞ ଡିଫେଣ୍ଡର ବୀରେନ୍ଦ୍ର ଲାକ୍ରା ବାଦ୍‌ ପଡ଼ିଛନ୍ତି। ଏହା ଓଡ଼ିଶା କ୍ରୀଡ଼ାପ୍ରେମୀଙ୍କୁ...

ଜାତୀୟ ଚୟନକର୍ତ୍ତା ପଦ ପାଇଁ ଦରଖାସ୍ତ ଆହ୍ବାନ କଲା ବିସିସିଆଇ

ନୂଆଦିଲ୍ଲୀ,୧୧।୧୧(ପି.ଟି.): ଜାତୀୟ ଚୟନକର୍ତ୍ତା ପଦ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆବେଦନ ପତ୍ର ଆହ୍ବାନ କରିଛି। ଜାତୀୟ ସିନିୟର ଚୟନ କମିଟିର ୩ଜଣ...

ସାଇନା ସେମିଫାଇନାଲରେ

ପ୍ୟାରିସ, ୨୭ା୩ (ପି.ଟି.)-ଯୁକ୍ତରାଷ୍ଟ୍ର ଆମେରିକାର ଇରିସ ଓ୍ବାଙ୍ଗ୍‌ ବିପକ୍ଷରେ ବିଜୟ ହାସଲ ସହ ଭାରତର ଷ୍ଟାର ଖେଳାଳି ସାଇନା ନେହ୍ବାଲ ଏଠାରେ ଚାଲିଥିବା ଓର୍ଲିନ୍ସ ମାଷ୍ଟର୍ସ...

ଶ୍ରୀଜେଶ, ସବିତା ବର୍ଷର ଶ୍ରେଷ୍ଠ ଗୋଲକିପର

ନୂଆଦିଲ୍ଲୀ, ୭ା୧୦(ପି.ଟି.):ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ଦ୍ୱାରା ଭାରତର ପି.ଆର୍‌. ଶ୍ରୀଜେସ ଓ ସବିତା ପୁନିଆ ଯଥାକ୍ରମେ ବର୍ଷର ଶ୍ରେଷ୍ଠ ପୁରୁଷ ଓ ମହିଳା ଗୋଲ୍‌କିପର...

ପଡ଼ିଆକୁ ଫେରିବେ ଫିଟ୍‌ ହାର୍ଦ୍ଦିକ

ମୁମ୍ବାଇ,୨୪ା୨- ନ୍ୟୁଜିଲାଣ୍ଡରେ ଭାରତୀୟ ଦଳ ସଂଘର୍ଷ କରୁଥିବାବେଳେ ଏକ ଭଲ ଖବର ସାମ୍ନାକୁ ଆସିଛି। ଅସ୍ତ୍ରୋପଚାର କରାଯିବାର ୫ ମାସ ପରେ ହାର୍ଦ୍ଦିକ ପାଣ୍ଡ୍ୟା ଫିଟ୍‌...

ସାଲିଭା ବ୍ୟବହାରକୁ ବାରଣ କଲା ଆଇସିସି

ଦୁବାଇ, ୨୧ା୯ (ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏହାର ଖେଳ ନିୟମରେ କେତେକ ପରିବର୍ତ୍ତନ କରିଛି। ସେଥିରେ ବଲ୍‌କୁ ପଲିସ୍‌ କରିବା ଲାଗି ସାଲିଭା...

ଭୁବନେଶ୍ୱରରେ ସ୍ପେନ୍‌, ନ୍ୟୁଜିଲାଣ୍ଡ ହକି ଦଳ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍‌ ପ୍ରୋ ହକି ଲିଗ୍‌ ପାଇଁ ପହଞ୍ଚିଛନ୍ତି ସ୍ପେନ୍‌ ଓ ନ୍ୟୁଜିଲାଣ୍ଡ ହକି ଦଳ। ଉଭୟ ଦଳ ଭାରତ...

Advertisement
Archives

Model This Week