Posted inଖେଳ

ଖଳନାୟକ ହେବାକୁ ସମୟ ଲାଗେ ନାହିଁ, କାହିଁକି ଏମିତି କହିଲେ କ୍ରିକେଟର

କିଙ୍ଗସ ଏକାଦଶ ପଞ୍ଜାବ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ରୋମାଞ୍ଚକର ବିଜୟ ଆଣିଥିବା ଅଷ୍ଟ୍ରେଲୀୟ ଅଲରାଉଣ୍ଡର ମାର୍କସ ଷ୍ଟୋନିସ କହିଛନ୍ତି ଯେ ବିଗ ବାଶ୍‌ ଲିଗ(ବିବିଏଲ୍‌) ଯୋଗୁ ସେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଭଲ ପ୍ରଦର୍ଶନ କରୁଛନ୍ତି। କିଙ୍ଗସ ଏକାଦଶ ପଞ୍ଜାବ ବିପକ୍ଷ ପ୍ରଥମ ମ୍ୟାଚରେ ଷ୍ଟୋନିସ ୨୧ଟି ବଲରୁ ୫୩ ରନ ସଂଗ୍ରହ କରିଥିଲେ। ପରେ ସୁପର ଓଭରରେ ଦିଲ୍ଲୀ ପାଇଁ ସେ ୨ଟି ଉଇକେଟ୍‌ ନେଇଥିଲେ। ବିବିଏଲରେ ମେଲବୋର୍ଣ୍ଣ ଷ୍ଟାର୍ସ ପାଇଁ ୭୦୫ ରନ ସ୍କୋର କରିଥିବା ମାର୍କସ ଷ୍ଟୋନିସ ଏଥର ଆତ୍ମବିଶ୍ୱାସୀ ଥିବା କହିଛନ୍ତି। ଏହା ବ୍ୟତୀତ ସେ ନିଜ ଉପରେ ଅଧିକ ଦାୟିତ୍ୱ ମୁଣ୍ଡାଇବାକୁ ଚାହୁଁ ନ ଥିବା କହିଛନ୍ତି। ଯୁବାବସ୍ଥାରେ ଅଧିକ ହାସଲ କରିବା ଚକ୍କରରେ ବେଳେବେଳେ ଭୁଲ୍‌ କରି ବସନ୍ତି। ମୁଁ ଏମିତି କରିବାକୁ ଚାହୁଁନାହିଁି, ଅନ୍ୟଥା ହିରୋରୁ ଖଳନାୟକ ହେବାକୁ ଅଧିକ ସମୟ ଲାଗେ ନାହିଁ। ମୋର ଧ୍ୟାନ ପୂରା ଖେଳକୁ ଉପଭୋଗ କରିବା ଉପରେ ରହିଛି ବୋଲି ମାର୍କସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଲ୍‌ ଇଂଲଣ୍ଡ ଓପନ୍‌: ସିନ୍ଧୁଙ୍କ ବିଜୟ ଅଭିଯାନ

ବିର୍ମିଂହାମ, ୧୧।୩ (ପି.ଟି.)- ଅଲ୍‌ ଇଂଲଣ୍ଡ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଷ୍ଟାର୍‌ ଭାରତୀୟ ଖେଳାଳି ପି.ଭି. ସିନ୍ଧୁ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବୁଧବାର ଅନୁଷ୍ଠିତ ମହିଳା...

ଏକ ଘଣ୍ଟା ଦୌଡ଼ରେ ଫରାହଙ୍କ ବିଶ୍ୱ ରେକର୍ଡ

ବ୍ରସେଲ୍ସ, ୫।୯: ଚାରି ଥରର ଅଲିମ୍ପିକ ଚାମ୍ପିୟନ ବ୍ରିଟେନ ଧାବକ ମୋ ଫରାହ୍‌ ଓ ନେଦରଲାଣ୍ଡ୍ସର ଧାବିକା ସିଫାନ ହାସାନ ଏକ ଘଣ୍ଟା ଦୌଡ଼ରେ ନୂତନ...

ପ୍ରଥମ ମହିଳା ଟି୨୦: ଭାରତ ୧୧ ରନରେ ବିଜୟୀ

ସୁରଟ,୨୫।୯(ପି.ଟି.)- ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚରେ ଭାରତୀୟ ମହିଳା ଦଳ ୧୧ ରନରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ପରାସ୍ତ...

ଜାପାନ ଅନ୍ତର୍ଜାତୀୟ ପାରାବ୍ୟାଡ୍‌ମିଣ୍ଟନ: ପ୍ରମୋଦଙ୍କ ଡବଲ ବିଜୟ

ଭୁବନେଶ୍ୱର, ୧୪।୧୧(କ୍ରୀଡ଼ା ପ୍ରତିନିଧି)- ଜାପାନ ଅନ୍ତର୍ଜାତୀୟ ପାରାବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ବୁଧବାର ଟୋକିଓରେ ଆରମ୍ଭ ହୋଇଛି। ବିଶ୍ୱର ୧୯୨ ପ୍ରତିଯୋଗୀଙ୍କୁ ନେଇ ହେଉଥିବା ଏହି ପ୍ରତିଯୋଗିତାର ପ୍ରଥମ...

ଆଇପିଏଲ୍‌: ମୁମ୍ବାଇ- ଦିଲ୍ଲୀ ଟାଇଟଲ ମୁକାବିଲା

ଦୁବାଇ,୧୦।୧୧(ପି.ଟି.): ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଚଳିତ ୧୩ତମ ସଂସ୍କରଣ ଅନ୍ତିମ ଚରଣରେ ପହଞ୍ଚିଛି। ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ମଙ୍ଗଳବାର ଫାଇନାଲ ମୁକାବିଲା ଖେଳାଯିବ।...

୨୩ ବର୍ଷରେ ମିଳିଲା ଅଧିନାୟକ ଦାୟିତ୍ୱ: ନିଜର ସଫଳତାକୁ ନେଇ ଏଭଳି ପ୍ରତିକ୍ରିୟା ଦେଲେ ପନ୍ତ

ନୂଆଦିଲ୍ଲୀ,୩୧।୩: ଏପ୍ରିଲ ୯ରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧। ଏହି ସଂସ୍କରଣ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସର ମଙ୍ଗ ଧରିଛନ୍ତି ୨୩ ବର୍ଷୀୟ...

ଏସିସି ଇମର୍ଜିଂ ଟିମ୍ସ କପ୍‌: ଭାରତକୁ ହରାଇଲା ବାଂଲାଦେଶ

ସାଭର,୧୭।୧୧ (ପି.ଟି.)- ଗୋଟିଏ ପଟେ ବାଂଲାଦେଶ ସିନିୟର ଦଳ ପ୍ରଥମ ଟେଷ୍ଟରେ ଭାରତଠାରୁ ଇନିଂସ ପରାଜୟ ବରଣ କରିଥିବା ବେଳେ ଅନ୍ୟପଟେ ବାଂଲାଦେଶ ଜୁନିୟର ଦଳ...

ବାଦ୍‌ ପଡ଼ିଲେ ମନିକା

ନୂଆଦିଲ୍ଲୀ,୧୫।୯: ଦୋହାରେ ସେପ୍ଟେମ୍ବର ୨୮ରୁ ଆରମ୍ଭ ହେବାକୁ ଯାଉଥିବା ଏସିଆନ୍‌ ଟେବୁଲ ଟେନିସ ଚାମ୍ପିୟନଶିପରୁ ବାଦ୍‌ ପଡ଼ିଛନ୍ତି ଭାରତର ମନିକା ବାତ୍ରା। ରାଷ୍ଟ୍ରୀୟ ଶିବିରରେ ଯୋଗ...

Advertisement
Ten Cric Info


Archives

Model This Week