Posted inଖେଳ

ଶୂନରେ ଆଉଟ୍‌ ହେବାପରେ ଡ୍ରେସିଂ ରୁମ୍‌ରେ ଖାଉଥିଲେ ପୃଥ୍ବୀ ଶ’, ଆଉ ତା’ପରେ

ଆଇପିଏଲ୍‌ ୨୦୨୦ରେ ଦିଲ୍ଲୀ କ୍ୟାପିଟାଲ୍ସର ଯୁବ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ଙ୍କ ମିଶ୍ରିତ ପ୍ରଦର୍ଶନ ଜାରି ରହିଛି। ଏହି ଟୁର୍ନାମେଣ୍ଟରେ ସେ ୯ଟି ମ୍ୟାଚ ଖେଳି ହାରାହାରି ୨୩.୫୨ରେ ୨୦୨ ରନ ସଂଗ୍ରହ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଶ’ ଶୂନରେ ଆଉଟ୍‌ ହୋଇଥିଲେ। ଏହାପରେ ତାଙ୍କୁ ସୋସିଆଲ ମିଡିଆରେ ଟ୍ରୋଲ କରାଯାଇଥିଲା। ୨.୪ ଓଭରରେ ୧ ଉଇକେଟ ହରାଇ ଦିଲ୍ଲୀ କ୍ୟାପିଲଟ୍ସ ସ୍କୋର ୧୩ ଥିବାବେଳେ ପୃଥ୍ବୀ ସୋସିଆଲ ମିଡିଆରେ ଟ୍ରୋଲ ହୋଇଥିଲେ। ଏହି ସମୟ ମଧ୍ୟରେ କ୍ୟାମେରା ଦିଲ୍ଲୀ କ୍ୟାପିଟାଲ୍ସର ଡ୍ରେସିଂ ରୁମର ଦୃଶ୍ୟକୁ କଏଦ କରିଥିଲା। ସେହି ସମୟରେ ଆଉଟ୍‌ ହୋଇ ଡ୍ରେସିଂ ରୁମରେ ଶ’ ପ୍ଲେଟ ଧରି କିଛି ଖାଉଥିବା ଦେଖିବାକୁ ମିଳିଥିଲା, ଏହି କାରଣରୁ ତାଙ୍କୁ ସୋସିଆଲ ମିଡିଆରେ ଟ୍ରୋଲ କରାଯାଇଥିଲା। ଭୋକିଲା ଥିବାରୁ ସେ ଜଲ୍‌ଦି ଆଉଟ୍‌ ହୋଇଗଲେ ବୋଲି ୟୁଜର୍ସ କହିଛନ୍ତି। ଶାରଜାରେ ଦିଲ୍ଲୀ କ୍ୟାପଟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ର ଦ୍ୱିତୀୟ ଇନିଂସର ଦ୍ୱିତୀୟ ବଲରେ ଶୂନ କରି ଶ’ ଆଉଟ୍‌ ହୋଇଥିଲେ। ଏହି ମ୍ୟାଚରେ ୧୮୦ ରନ୍‌ର ପିଛା କରୁଥିବା ଦିଲ୍ଲୀ କ୍ୟାପିଟାଲ୍ସ ଶିଖର ଧାୱନଙ୍କ ଶତକ ବଳରେ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନୂଆ ଇନିଂସ ଆରମ୍ଭ କରିବେ ଧୋନୀ

ଚେନ୍ନାଇ,୧୨।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ୍‌ ପରେ ଏବେ ଫିଲ୍ମ ଜଗତକୁ ପ୍ରବେଶ କରିବାକୁ ଯାଉଛନ୍ତି। ଧୋନୀ ତାମିଲ...

୩୫୦ ବଲ୍‌ ଖେଳି ସବୁଠାରୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଏବେ ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୧୩।୧: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ। ହେଲେ...

ମାର୍ଚ୍ଚ ୧ରୁ ଚେପକରେ ଧୋନୀ

ଚେନ୍ନାଇ,୧୬।୨- ଆଇସିସି ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳର ପରାଜୟ ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରକୁ ନେଇ ଅନିଶ୍ଚିତତା ଲାଗି ରହିଛି।...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ହକି ଇଣ୍ଡିଆ ଦେଲା ୨୧ ଲକ୍ଷ

ନୂଆଦିଲ୍ଲୀ,୯।୪ (ପି.ଟି.)- କୋଭିଡ୍‌-୧୯ ମହାମାରୀ ମୁକାବିଲା ପାଇଁ ହକି ଇଣ୍ଡିଆ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ ଲକ୍ଷ ଟଙ୍କା ପ୍ରଦାନ କରିଛି। ଏ ନେଇ...

ଶେଷରେ ଲିଓ୍ବାଣ୍ଡୋସ୍କି ଜିତିଲେ ପ୍ରଥମ ଟ୍ରଫି

ଲିସ୍‌ବନ,୨୫।୮(ଏପି): ପିଏସ୍‌ଜିକୁ ଫାଇନାଲ ୧-୦ରେ ହରାଇବା ପରେ ବେୟର୍ନ ମ୍ୟୁନିକ୍‌ ପ୍ରଥମ ୟୁରୋପିଆନ ଟାଇଟଲ ଜିତିଛନ୍ତି। ଚଳିତ ସେସନ୍‌ରେ ଚମତ୍କାର ପ୍ରଦର୍ଶନ କରିଥିଲେ ମଧ୍ୟ ପୋଲାଣ୍ଡର...

ଅଜୟ ଜାଡେଜାଙ୍କୁ ପୂରିଲା ୪୯: ମାଧୁରୀଙ୍କ ସହ ଥିଲା ପ୍ରେମ ସମ୍ପର୍କ

ମୁମ୍ବାଇ, ୧।୨: ଭାରତୀୟ କ୍ରିକେଟର ଅଜୟ ଜାଡେଜା ଖେଳ ପଡ଼ିଆରୁ ବିଦାୟ ନେଇଥିଲେ ମଧ୍ୟ ଏବେ ବି କ୍ରିକେଟ୍‌ ନିଶା ଛାଡି ନାହାଁନ୍ତି। କେତେକ ସମୟରେ...

ଅଲ୍‌ବିଦା ଲି

ପୂର୍ବତନ ଅଲିମ୍ପିକ୍‌ ଚାମ୍ପିୟନ ତଥା ଚାଇନା ମହିଳା ବ୍ୟାଡ୍‌ମିଣ୍ଟନ ତାରକା ଲି ଜୁଇରୁଇ ମାତ୍ର ୨୮ ବର୍ଷ ବୟସରେ ଅବସର ଘୋଷଣା କରିଛନ୍ତି। ସଫଳତାର ଶୀର୍ଷକୁ...

ସଡ଼କ ଦୁର୍ଘଟଣା ପରେ ଜୋରଦାର ପ୍ରତ୍ୟାବର୍ତ୍ତନ କରିଛନ୍ତି ଏସବୁ କ୍ରିକେଟର; ପାଲଟିଥିଲେ ଉଦାହରଣ…

ନୂଆଦିଲ୍ଲୀ,୩୧।୧୨: ଭାରତୀୟ ଦଳର ଷ୍ଟାର ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଶୁକ୍ରବାର ସଡ଼କ ଦୁର୍ଘଟଣାର ଶିକାର ହୋଇଥିଲେ। ବର୍ତ୍ତମାନ ସେ ଡେରାଡୁନର ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି...

Advertisement
Archives

Model This Week