Posted inଖେଳ

ଜାଣନ୍ତୁ ଆଇପିଲ୍‌ରେ କାହାକୁ ମିଳିଲା କେତେ ପୁରସ୍କାର ରାଶି

ଦୁବାଇ, ୧୧।୧୧:ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ଲଗାତର ଦ୍ୱିତୀୟଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିଅନ୍‌ ହୋଇଛି। ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫, ୨୦୧୭, ୨୦୧୯ରେ ଚାମ୍ପିୟନ ଏବଂ ୨୦୧୦ରେ ରନର୍ସଅପ ହୋଇଥିଲା। ଅନ୍ୟପକ୍ଷରେ ଦିଲ୍ଲୀ ଏହା ପୂର୍ବରୁ କେବେହେଲେ ଫାଇନାଲରେ ପ୍ରବେଶ କରି ନ ଥିଲା। ଦଳ ସର୍ବାଧିକ ୨୦୦୯, ୨୦୧୨ ଓ ୨୦୧୯ରେ ସର୍ବାଧିକ ୩ୟ ସ୍ଥାନ ଅଧିକାର କରିଥିଲା। ଜାଣନ୍ତୁ ଆଇପିଏଲ୍‌ରେ କାହାକୁ ମିଳିଲା କେତେ ପୁରସ୍କାର ରାଶି..
ଚାମ୍ପିୟନ: ମୁମ୍ବାଇ ଇଣ୍ଡିଆନ୍ସ (୨୦ କୋଟି ଟଙ୍କା)
ରନର୍ସଅପ୍‌: ଦିଲ୍ଲୀ କ୍ୟାପିଟାଲ୍ସ (୧୨ କୋଟି ୫୦ ଲକ୍ଷ ଟଙ୍କା)
ପ୍ଲେୟର ଅଫ୍‌ ଦି ମ୍ୟାଚ: ଟ୍ରେଣ୍ଟ ବୋଲ୍ଟ
ପ୍ଲେୟର ଅଫ୍‌ ଦି ସିରିଜ: ଜୋଫ୍ରା ଆର୍ଚର
ଇମର୍ଜିଂ ପ୍ଲେୟର: ଦେବଦତ୍ତ ପଡିକାଲ
ଗେମ୍‌ ଚେଞ୍ଜର ଅଫ୍‌ ଦି ସିଜନ: ଲୋକେଶ ରାହୁଲ
ସୁପର ଷ୍ଟ୍ରାଇକର: କିରନ ପୋଲାର୍ଡ
ସର୍ବାଧିକ ଛକା: ଇଶାନ କିଶନ
ପାଓ୍ବାର ପ୍ଲେୟର୍‌: ଟ୍ରେଣ୍ଟ ବୋଲ୍ଟ
ଫେୟାର ପ୍ଲେ: ମୁମ୍ବାଇ ଇଣ୍ଡିଆନ୍ସ
ମୋଷ୍ଟ ଭାଲୁଏବଲ୍‌ ପ୍ଲେୟର: ଜୋଫ୍ରା ଆର୍ଚର
ପର୍ପଲ କ୍ୟାପ୍‌: କାଗିଶୋ ରାବାଡ଼ା (୩୦ ଉଇକେଟ)
ଅରେଞ୍ଜ୍‌ କ୍ୟାପ: ଲୋକେଶ ରାହୁଲ (୬୭୦ ରନ)


Enter your email to get our daily news in your inbox.

All Right Reserved By Dharitri.Com

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri