Posted inଖେଳ

କୋଭିଡ୍‌ ନିୟମ ଉଲ୍ଲଂଘନ କଲେ ଏହି କ୍ରିକେଟର: ଭିଡିଓ ଭାଇରାଲ

ଆଇପିଏଲ୍‌ ୨୦୨୦ର ୧୩ତମ ମ୍ୟାଚ୍‌ ରାଜସ୍ଥାନ ରୟାଲ୍ସ ଏବଂ କୋଲକାତା ନାଇଟ୍‌ ମଧ୍ୟରେ ମୁହଁମୁହିଁ ହୋଇଥିଲା। ଏହି ମ୍ୟାଚରେ ରାଜସ୍ଥାନ ଅଧିନାୟକ ଷ୍ଟିଭ ସ୍ମିଥ ଟସ୍‌ ଜିତି ପ୍ରଥମେ ବୋଲିଂ କରିଥିଲେ। ଏମିତିରେ କୋଲକାତା ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୭୪ ରନ୍‌ କରିଥିଲା। କୋଲକାତା ଖେଳିବା ସମୟରେ ରାଜସ୍ଥାନର ରବିନ୍‌ ଇଥାପ୍ପା ବଲରେ ଛେପ ଲଗାଇଥିଲେ। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ମହାମାରୀ କରୋନାକୁ ଦୃଷ୍ଟିରେ ରଖି ଖେଳ ସମୟରେ ବଲରେ ଛେପ ନ ଲଗାଇବାକୁ ବିସିସିଆଇ ପକ୍ଷରୁ କଡ଼ା ନିର୍ଦ୍ଦେଶ ରହିଥିଲା। କିନ୍ତୁ ଉଥାପ୍ପା କୋଭିଡ୍‌ ନିୟମକୁ ଉଲ୍ଲଂଘନ କରି ବଲରେ ଛେପ ଲଗାଉଥିବା ଦେଖିବାକୁ ମିଳିଛି।

https://twitter.com/ItsRaviMaurya/status/1311308712670195713


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri