Posted inଖେଳ

କୋଚ୍‌ଙ୍କ ନକଲ କରୁଥିଲାବେଳେ ଧରାପଡିଲେ ଏହି ଖେଳାଳି

ଦୁବାଇ, ୧୯।୧୦: ଇଣ୍ଡିଆନ୍‌ ପ୍ରିମିୟର୍‌ ଲିଗ୍‌ର ୧୩ତମ ସିଜିନ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଶ୍ରେଷ୍ଠ ଖେଳ ପ୍ରଦର୍ଶନ କରୁଛି। ୯ଟି ମ୍ୟାଚ୍‌ରୁ ୭ଟିରେ ବିଜୟ ହାସଲ କରି ଦଳ ପଏଣ୍ଟ ଟେବୁଲର ଶୀର୍ଷରେ ଅଛି। ଗତ ଚେନ୍ନାଇ ସୁପର୍‌ କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌ ଚାଲିଥିବାବେଳେ କମେଣ୍ଟଟେଟର୍‌ ଦିଲ୍ଲୀ କ୍ୟାପିଟାଲ୍ସ କୋଚ୍‌ ରିକି ପଣ୍ଟିଂ ସହ ଆଲୋଚନାବେଳେ ତାଙ୍କ ପଛରେ ଛିଡା ହୋଇ କ୍ରିକେଟର୍‌ ରିଷଭ ପନ୍ତ ନକଲ କରୁଥିବା ଦେଖାଯାଇଥିଲା। କମେଣ୍ଟଟେଟର୍‌ଙ୍କ ପ୍ରଶ୍ନର ଉତ୍ତର ରିକି ପଣ୍ଟିଂ ଯେମିତି ଆକ୍ସନରେ ଦେଉଛନ୍ତି ରିଷଭ ପଛରୁ ସେମିତି ଆକ୍ସନ କରୁଥିବା ଦେଖାଯାଇଛି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସୂଚନାଯୋଗ୍ୟ, ରିଷଭ ଆଘାତ ଯୋଗୁ କିଛି ମ୍ୟାଚ୍‌ରୁ ବିଶ୍ରାମ ନେଇଛନ୍ତି। ଆଘାତ ସତ୍ତ୍ୱେ ସେ ଟିମ୍‌ ସହ ଯୋଡି ହୋଇ ଖେଳାଳିଙ୍କ ସହ ମସ୍ତି କରୁଥିବା ଦେଖାଯାଉଛି।

https://twitter.com/meme_ki_diwani/status/1317506423115362304


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri