Posted inଖେଳ

୧୨ ଲକ୍ଷ ଟଙ୍କା ଜରିମାନା ଦେବେ ଏହି ଦଳର ଅଧିନାୟକ

ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ଡେଭିଡ ୱାର୍ଣ୍ଣରଙ୍କ ଦଳ ସନରାଇଜର୍ସ ହାଇଦ୍ରାବାଦ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବରୁ ଦୁଇଟି ମ୍ୟାଚ ଜିତିଥିଲା। ପରାଜୟ ପରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଶ୍ରେୟାସ ଆୟରଙ୍କୁ ମନ୍ଥର ଓଭର ପାଇଁ ୧୨ ଲକ୍ଷ ଟଙ୍କା ଜରିମାନା କରାଯାଇଛି। ଚଳିତ ଆଇପିଏଲ୍‌ରେ ଶ୍ରେୟାସ ଆୟର ହେଉଛନ୍ତି ଦ୍ୱିତୀୟ ଅଧିନାୟକ ଯାହାଙ୍କ ନାଁରେ ଜରିମାନା କରାଯାଇଛି। ତାଙ୍କ ପୂର୍ବରୁ ଆରସିବି ଅଧିନାୟକ ବିରାଟ କୋହଲିଙ୍କୁ ମଧ୍ୟ ଜରିମାନା କରାଯାଇଛି। ଆଇପିଏଲ ପ୍ରେସ ବିଜ୍ଞପ୍ତି ଅନୁଯାୟୀ, ଆଇପିଏଲ ଆଚରଣ ବିଧି ଅନୁଯାୟୀ ଆୟାରଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା କରାଯାଇଛି। ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ମନ୍ଥର ଓଭର ହାରର ଏହା ପ୍ରଥମ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ପ୍ରଥମ ଦିନିକିଆ: ଦଳକୁ ଫେରିଲେ କୋହଲି, ରୋହିତ

ଗୁଆହାଟୀ,୧୦ା୧(ପି.ଟି.): ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଲାଗିଛି ବଡ଼ ଝଟକା। ମଙ୍ଗଳବାର ବର୍ଷାପଡ଼ା କ୍ରିକେଟ ଷ୍ଟାଡିୟମରେ ଉଭୟ ଦଳ ୩ ମ୍ୟାଚ୍‌...

କୋଟି କୋଟି ଟଙ୍କାର ମାଲିକ ଏହି ୭ କ୍ରିକେଟର୍‌, ତଥାପି କରୁଛନ୍ତି ସରକାରୀ ଚାକିରି

ଭାରତର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକର ଏବଂ ପୂର୍ବତନ ଅଧିନାୟକ ଏମଏସ ଧୋନୀ ନିଜ ଖେଳ ପାଇଁ ଦୁନିଆରେ ଯେତେ ପ୍ରସିଦ୍ଧ, ସେମାନେ ମଧ୍ୟ ରୋଜଗାର...

ବିଶ୍ୱ ଯୁବ ଚେସ୍‌ ଚାମ୍ପିୟନଶିପ୍‌: ଭାରତକୁ ୭ ପଦକ; ପ୍ରଜ୍ଞାନନ୍ଦଙ୍କୁ ସ୍ବର୍ଣ୍ଣ ପଦକ

ମୁମ୍ବାଇ,୧୩।୧୦(ପି.ଟି.)- ଏଠାରେ ଖେଳାଯାଇଥିବା ବିଶ୍ୱ ଯୁବ ଚେସ୍‌ ଚାମ୍ପିୟନଶିପ୍‌ରେ ଚେନ୍ନାଇର ୧୪ ବର୍ଷୀୟ ଗ୍ରାଣ୍ଡ ମାଷ୍ଟର ଆର. ପ୍ରଜ୍ଞାନନ୍ଦ ଦମ୍‌ଦାର ପ୍ରଦର୍ଶନ କରି ସଫଳତମ ଖେଳାଳି...

ବିରାଟ କୋହଲି-ଅନୁଷ୍କାଙ୍କ ପିଲା ବିଷୟରେ ଏମିତି କହିଥିଲେ ଶର୍ମିଲା ଟାଗୋର

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଖୁବ୍‌ଶୀଘ୍ର ମା’ବାପା ହେବାକୁ ଯାଉଛନ୍ତି। ବିରାଟ ଅନୁଷ୍କାଙ୍କ ସହ ଏକ...

ଇନ୍ଦୋର ପିଚ୍‌କୁ ନିମ୍ନମାନର ବିବେଚନା କଲା ଆଇସିସି

ଇନ୍ଦୋର, ୩ା୩: ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମ ପିଚ୍‌କୁ ନିମ୍ନମାନର ବିବେଚନା କରିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ଏଠାରେ ବର୍ଡର-ଗାଭାସ୍କର ଟ୍ରଫି ତୃତୀୟ ଟେଷ୍ଟ ଖେଳାଯାଇଥିଲା।...

ଦୀପକ ଚହରଙ୍କୁ ବିସିସିଆଇ କ୍ଲିୟରାନ୍ସ

ଦୁବାଇ, ୧୨ା୯ (ପି.ଟି.):ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ଠାରୁ ଆବଶ୍ୟକ କ୍ଲିୟରାନ୍ସ ହାସଲ କରିବା ପରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପେସ୍‌ ବୋଲର ଦୀପକ...

ଓ୍ବେଷ୍ଟଇଣ୍ଡିଜର ଦ୍ୱିତୀୟ ଇନିଂସ ୨୧୦ରେ ସୀମିତ :ଟେଷ୍ଟ ସିରିଜ: ଭାରତର କ୍ଲିନ୍‌ ସୁଇପ୍‌

କିଙ୍ଗଷ୍ଟନ(ଜାମାଇକା), ୩ା୯- ସାବିନା ପାର୍କରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତ ୨୫୭ ରନରେ ବିଜୟୀ ହୋଇଛି। ୪୬୮ ରନ ବିଜୟ ଲକ୍ଷ୍ୟର ପିଛା କରିଥିବା...

କୋହଲି ଦ୍ରୁତତମ ଅଧିନାୟକ

ବେଙ୍ଗାଲୁରୁ,୨୦।୧ – ବିରାଟ କୋହଲି ଦିନିକିଆ ଫର୍ମାଟ୍‌ରେ ଅଧିନାୟକ ଭାବେ ୫ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବାରେ ସେ ବିଶ୍ୱର...

Advertisement
Archives

Model This Week