Posted inଖେଳ

ଆଇପିଏଲ୍‌ର ନୂଆ ସଂଯୋଗ: ଯାହା ପୂର୍ବରୁ କେବେ ଘଟି ନ ଥିଲା

ନୂଆଦିଲ୍ଲୀ,୩୦।୪: ଆଇପିଏଲ ୨୦୨୧ର ଏକ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ବିପକ୍ଷରେ ୧୭୧ ରନ ସଂଗ୍ରହ କରିଥିଲା। ଏହି ସ୍କୋରରେ ଅଜବ କିଛି ନାହିଁ, ଏହା ଏକ ସାଧାରଣ କଥା। କିନ୍ତୁ ଆଇପିଏଲ୍‌ ଟି -୨୦ ଲିଗର ଶେଷ ତିନୋଟି ମ୍ୟାଚ ଦେଖନ୍ତୁ, କ୍ରମାଗତ ତୃତୀୟ ଥର ପାଇଁ ପ୍ରଥମ ଇନିଂସରେ ୧୭୧ ରନ ସ୍କୋର କରାଯାଇଥିଲ। ଏହାକୁ ଅଜବ ବିବେଚନା କରାଯାଇପାରେ। ଏହି ମ୍ୟାଚ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ ୧୭୧ ରନ୍‌ ସ୍କୋର କରିଥିବାବେଳେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୭୧ ରନ୍‌ ସ୍କୋର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖାତା ଖୋଲିପାରିଲେ ନାହିଁ ରୋହିତ

ବିଜୟନଗରମ,୨୮।୯: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଓ ବୋର୍ଡ ସଭାପତି ଏକାଦଶ ମଧ୍ୟରେ ଚାଲିଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଶନିବାର ଅନ୍ତିମ ଦିନରେ ପହଞ୍ଚତ୍ଛି।...

ପୂର୍ଣ୍ଣିମାଙ୍କ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- କାତାରର ଦୋହାଠାରେ ଚାଲିଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ପୂର୍ଣ୍ଣିମା ହେମ୍ବ୍ରମଙ୍କ ହେପ୍‌ଟାଥଲନ ଇଭେଣ୍ଟ ଆରମ୍ଭ ହୋଇଛି। ସୋମବାର ଦ୍ୱିତୀୟ ଦିବସରେ...

ପ୍ରତି ମ୍ୟାଚ୍‌ରେ କେତେ ଟଙ୍କା ରୋଜଗାର କରନ୍ତି ଭାରତୀୟ ଖେଳାଳି

ନୂଆଦିଲ୍ଲୀ: ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) କ୍ରିକେଟରମାନଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛି। ବୋର୍ଡ ସୟଦ ମୁସ୍ତାକ ଅଲି...

ଆଇପିଏଲରୁ ବାଦ୍‌ ପଡ଼ିଲେ ଆର୍ଚର

ଲଣ୍ଡନ,୬।୨(ପି.ଟି.)- ଇଂଲଣ୍ଡ ଦଳର ଅଗ୍ରଣୀ ପେସର ଜୋଫ୍ରା ଆର୍ଚର ଗୁରୁବାର ଆଇପିଏଲର ୧୩ତମ ସଂସ୍କରଣରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଡାହାଣ କହୁଣିରେ ଆଘାତ ଲାଗିଛି। ଆଇପିଏଲରେ...

ପୁଣି ପଡ଼ିଆରେ ଦେଖିବାକୁ ମିଳିବ ସଚିନଙ୍କ ମ୍ୟାଜିକ୍‌

ମୁମ୍ବାଇ, ୯ା୨- ସଚିନ ତେନ୍ଦୁଲକର, ବୀରେନ୍ଦ୍ର ସେହ୍ବାଗ, ବ୍ରାଏନ ଲାରା, ମୁଥିଆ ମୁରଲିଧରଣଙ୍କ ଭଳି ବହୁ କିମ୍ବଦନ୍ତୀ ଖେଳାଳିଙ୍କୁ ପୁଣି ଥରେ ପଡ଼ିଆରେ ଦେଖିବାକୁ ମିଳିବ।...

ଟସ୍‌ ଜିତିଲା ଏଲ୍‌ଏସ୍‌ଜି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୩୧ ତମ ମ୍ୟାଚ୍‌ରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ଟସ...

ମନଦୀପ ସିଂଙ୍କ ୧୫୦ତମ ମ୍ୟାଚ

ଆଣ୍ଟ୍ବେର୍ପ(ବେଲଜିୟମ), ୨।୧୦-ମଙ୍ଗଳବାର ବେଲଜିୟମ ବିପକ୍ଷରେ କ୍ୟାରିୟରର ୧୫୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ ମନଦୀପ ସିଂ। ମ୍ୟାଚ ପୂର୍ବରୁ କୋଚ୍‌ ଗ୍ରାହାମ ରିଡ୍‌ ତାଙ୍କୁ ୧୫୦ ନମ୍ବର...

ପରିବାର ସହ ଜନ୍ମଦିନ ପାଳିଲେ ସଚିନ

ମୁମ୍ବାଇ, ୨୫।୪-କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ଶୁକ୍ରବାର ୪୭ବର୍ଷରେ ପଦାର୍ପଣ କରିଛନ୍ତି। କରୋନା ଭାଇରସ ସଂକ୍ରମଣ ଜନିତ ସାମ୍ପ୍ରତିକ ସ୍ଥିତିରେ ସଚିନ ନିଜ ଜନ୍ମଦିନକୁ ନିରାଡ଼ମ୍ବରଭାବେ...

Advertisement
Archives

Model This Week