Posted inଖେଳ

ଚେନ୍ନାଇ ସହ ମୋ ଚୁକ୍ତି ଶେଷ

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ ୨୦୨୧ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଫେବୃଆରୀରେ ହେବାକୁ ଥିବା ମିନି ଅକ୍ସନ ପୂର୍ବରୁ ଚେନ୍ନାଇ ସୁପର୍‌ କିଙ୍ଗ୍ସ ସହ ସ୍ପିନର୍‌ ହରଭଜନ ସିଂଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଛି। ବୁଧବାର ଟୁଇଟ କରି ସେ ଏ ବିଷୟରେ ସୂଚନା ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ମଧ୍ୟ ଗତ ସିଜନରେ ଖେଳିପାରି ନ ଥିଲେ। ହରଭଜନ କହିଛନ୍ତି ଯେ, ଚେନ୍ନାଇ ସୁପର ସହିତ ମୋର ଚୁକ୍ତି ଶେଷ ହୋଇଛି। ଏହି ଦଳ ସହିତ ଖେଳିବା ଏକ ଭଲ ଅନୁଭୂତି ଥିଲା। ସୁନ୍ଦର ସ୍ମୃତି ଏବଂ କିଛି ଭଲ ବନ୍ଧୁ ଯାହା ମୁଁ ଆଗାମୀ ବର୍ଷରେ ମନେ ରଖିବ। ଚେନ୍ନାଇ ସୁପର କିଙ୍ଗ୍ସ ମ୍ୟାନେଜମେଣ୍ଟ, ଷ୍ଟାଫ ଏବଂ ଫ୍ୟାନ୍ସଙ୍କୁ ଧନ୍ୟବାଦ … ଦୁଇ ମହାନ ବର୍ଷ…ଅଲ୍‌ ଦ ବେଷ୍ଟ। ହରଭଜନ ସିଂଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ୍‌ ୨୦୧୮ରେ ଦଳରେ ସାମିଲ କରିଥିଲା। ୨୦୧୮ରେ ହରଭଜନ ୧୩ଟି ମ୍ୟାଚ୍‌ ଖେଳି ୭ଟି ଉଇକେଟ୍‌ ନେଇଥିବାବେଳେ ୨୦୧୯ରେ ୧୧ଟି ମ୍ୟାଚ୍‌ରେ ୧୬ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri