Posted inଖେଳ

୧୮ରେ ଆଇପିଏଲ ଖେଳାଳିଙ୍କ ନିଲାମ ପ୍ରକ୍ରିୟା

ନୂଆଦିଲ୍ଲୀ,୨୭ା୧- ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ର ପରବର୍ତ୍ତୀ ସଂସ୍କରଣ ଲାଗି ନିଲାମ ପ୍ରକ୍ରିୟା ଆସନ୍ତା ମାସ ୧୮ ତାରିଖରେ ଚେନ୍ନାଇଠାରେ ଅନୁଷ୍ଠିତ ହେବ। ଏ ନେଇ ବୁଧବାର ଟୁଇଟର ଯୋଗେ ଆଇପିଏଲର ଆୟୋଜକମାନେ ଘୋଷଣା କରିଛନ୍ତି।

ଚେନ୍ନାଇରେ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍‌ର ପ୍ରଥମ ଦୁଇ ମ୍ୟାଚ୍‌ ପରେ ଏହି ମିନି ଅକ୍‌ଶନ ଆୟୋଜିତ ହେବ। ଫେବୃୟାରୀ ୫ ତାରିଖରୁ ସିରିଜ୍‌ର ପ୍ରଥମ ଓ ପରେ ୧୩ରୁ ୧୭ ତାରିଖ ମଧ୍ୟରେ ଚେପକ ଷ୍ଟାଡିୟମରେ ଖେଳାଯିବ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌। ଆଗାମୀ ଆଇପିଏଲ କେଉଁଠାରେ ଖେଳାଯିବ, ସେ ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି କରି ନାହିଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)।

ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ମୋଟ ୧୩୯ ଖେଳାଳିଙ୍କ ନାମ ସ୍ଥାନ ପାଇଛି। ଏଥିରେ ବିଭିନ୍ନ ଫ୍ରାଞ୍ଚାଇଜରୁ ବିଦା ହୋଇଥିବା ୫୭ ଖେଳାଳି ରହିଛନ୍ତି। କିଙ୍ଗ୍ସ ଏକାଦଶ ପଞ୍ଜାବ ପକଟରେ ରହିଛି ସର୍ବାଧିକ ୫୩.୨୦ କୋଟି ଟଙ୍କା। ଏହି ଫ୍ରାଞ୍ଚାଇକ ପଛକୁ ରହିଛନ୍ତି ଆରସିବି (୩୫.୯୦ କୋଟି ଟଙ୍କା) ଓ ରାଜସ୍ଥାନ ରୟାଲ୍ସ (୩୪.୮୫ କୋଟି )।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri