Posted inଖେଳ

୭ ବର୍ଷ ପରେ ଆଇପିଏଲ୍‌ ଖେଳିବେ ଏହି କ୍ରିକେଟର୍‌: ଦର୍ଶକ କରିଛନ୍ତି ଅପେକ୍ଷା

ନୂଆଦିଲ୍ଲୀ,୩୧।୩: ଭାରତୀୟ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ଚେତେଶ୍ୱର ପୂଜାରା ଦୀର୍ଘ ୭ ବର୍ଷ ପରେ ଆଇପିଏଲ୍‌ ଖେଳିବାକୁ ଯାଉଛନ୍ତି। ଏପ୍ରିଲ ୯ରୁ ଆରମ୍ଭ ହେଉଥିବା ଆଇପିଏଲ୍‌ର ୧୪ତମ ସିଜିନରେ ପୂଜାରା ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ଖେଳୁଥିବା ନଜର ଆସିବେ। ଏଥର ଚେନ୍ନାଇ ତାଙ୍କୁ ୫୦ ଲକ୍ଷ ଟଙ୍କାରେ କିଣିଛି। ସାଧାରଣତଃ ପୂଜାରାଙ୍କୁ ଜଣେ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ଭାବେ ଗଣାଯାଏ, କିନ୍ତୁ ଏବେ ତାଙ୍କୁ କ୍ରିକେଟର୍‌ ସବୁଠୁ ଛୋଟ ଫର୍ମାଟରେ ବ୍ୟାଟିଂ କରୁଥିବାର ଦେଖିବାକୁ ମିଳିବ। ଏଥିପାଇଁ ସେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସେ କହିଛନ୍ତି ବଲ୍‌କୁ ପଡିଆ ବାହାରକୁ ପଠାଇବାପାଇଁ ସେ ଜୋରଦାର ପ୍ରସ୍ତୁତି କରୁଛନ୍ତି। ଟି-୨୦ରେ ଚକା ମାରିବା ସବୁଠୁ ବଡ଼ କାର୍ଯ୍ୟ ଷଡଶଇଥଶଏ ତେଣୁ ଏହା କାମ କରିବା ମୋର ପ୍ରାଥମିକତା ରହିଛି ବୋଲି ୩୩ ବର୍ଷୀୟ ପୂଜାରା କହିଛନ୍ତି। ସୂଚନାଯୋଗ୍ୟ, ପୂଜାରା ଶେଷଥର ପାଇଁ ୨୦୧୪ରେ କିଙ୍ଗ୍ସ ଏକାଦଶ ପଞ୍ଜାବ ପକ୍ଷରୁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୫ ରନ୍‌ରେ ହାରିଲା ଚେନ୍ନାଇ, ପ୍ଲେ ଅଫ୍‌ ଦୌଡ଼ରେ ଗୁଜରାଟ…

ଅହମଦାବାଦ, ୧୦।୫: ଆଇପିଏଲ୍‌ ୨୦୨୪ର ୫୯ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାଜିତ କରିଛି ଗୁଜରାଟ ଟାଇଟନ୍ସ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଏହି...

କିଶନ, ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ବାଦ୍‌ ଦେଇଛନ୍ତି ଅଗରକର; ଆଉ କେହି ଦାୟୀ ନୁହନ୍ତି…

ମୁମ୍ବାଇ, ୧୦ା୫: ଇଶାନ କିଶନ ଓ ଶ୍ରେୟାସ ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ସମ୍ପୂର୍ଣ୍ଣ ବାଦ୍‌ ଦେବା ନିଷ୍ପତ୍ତି ସିଲେକ୍ସନ କମିଟି ଚେୟାରମ୍ୟାନ ଅଜିତ ଅଗରକର ଏକାକୀ...

ଉଇକେଟ ନେବା ପରେ ବି ସେଲିବ୍ରେଟ୍‌ କରନ୍ତି ନାହିଁ ସୁନୀଲ ନରେନ୍‌, ପଛରେ ରହିଛି ଏଭଳି କାରଣ…

ନୂଆଦିଲ୍ଲୀ,୧୦।୫: କୌଣସି ବୋଲର ପାଇଁ ଉଇକେଟ ନେବା ସବୁଠାରୁ ବଡ଼ ମୂହୁର୍ତ୍ତ ହୋଇଥାଏ। ଏହାକୁ ନେଇ ସେ ନିଜର ଖୁସିକୁ ସେଲିବ୍ରେଶନ ମାଧ୍ୟମରେ ପରିପ୍ରକାଶ କରିଥାଏ।...

ଏହା ଲଜ୍ଜାଜନକ କଥା; ରାଗରେ ଏଭଳି କହିଦେଲେ ଶାମି…

ନୂଆଦିଲ୍ଲୀ,୧୦।୫: ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କେଏଲ୍‌ ରାହୁଲଙ୍କ ଉପରେ ବର୍ଷିଥିଲେ ଲକ୍ଷ୍ନୌ ମାଲିକ। ଏହାର ଭିଡିଓ ଭାଇରାଲ ହେବା ପରେ ପ୍ରଶଂସକ ରାହୁଲଙ୍କ ସମର୍ଥନରେ...

ରାହୁଲ-ଗୋଏଙ୍କା ବିବାଦ ପରେ ଲକ୍ଷ୍ନୌ ଟିମ୍‌ରେ ହେବ ବଡ଼ ପରିବର୍ତ୍ତନ, ଏହି ଖେଳାଳି ହେବେ ଅଧିନାୟକ !

ନୂଆଦିଲ୍ଲୀ,୧୦।୫: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବୁଧବାର ଶୋଚନୀୟ ପରାଜୟ ପରେ ଆଇପିଏଲ୍‌ ପ୍ଲେ ଅଫ୍‌ ଦୌଡ଼ରୁ ପ୍ରାୟତଃ ବାହାର ହୋଇଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଏହାକୁ...

ଆଇପିଏଲ୍‌ର ୧୦ ଟିମ୍‌ର ମାଲିକ କିଏ ଜାଣନ୍ତି

ଏବେ ଆଇପିଏଲ ଚାଲିଛି। ଏବେ ଏହି ମହାସମର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଉ ମାତ୍ର ୨ ସପ୍ତାହ ମଧ୍ୟରେ ଚଳିତବର୍ଷର ବିଜେତା କିଏ ଜଣାପଡିବ। ତେବେ...

ଏହି ସର୍ତ୍ତରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଣ୍ଟ୍ରାକ୍ଟ ଦେଇଛି ବିସିସିଆଇ, ଖୁଲାସା କଲେ ଜୟ ଶାହା

ମୁମ୍ବାଇ,୧୦।୫: ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କାହିଁକି ବିସିସିଆଇ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପଦାନ କଲା, ଏହାର ଖୁଲାସା କରିଛନ୍ତି ଜୟ ଶାହା। ବୁଧବାର...

ଆଇପିଏଲ୍‌ରୁ ବିଦା ହେଲେ ଏହି ୨ ଦଳ: ପ୍ଲେ ଅଫ୍‌ ଆଶା ଜୀବନ୍ତ ରଖିଛି ଆରସିବି

ନୂଆଦିଲ୍ଲୀ,୧୦।୫: ଆଇପିଏଲ ୨୦୨୪ର ୫୮ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପଞ୍ଜାବ କିଙ୍ଗସକୁ ୬୦ ରନରେ ପରାସ୍ତ କରିଛି। ଏହି ପରାଜୟ ସହିତ ପଞ୍ଜାବ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri