Posted inଖେଳ

୭ ବର୍ଷ ପରେ ଆଇପିଏଲ୍‌ ଖେଳିବେ ଏହି କ୍ରିକେଟର୍‌: ଦର୍ଶକ କରିଛନ୍ତି ଅପେକ୍ଷା

ନୂଆଦିଲ୍ଲୀ,୩୧।୩: ଭାରତୀୟ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ଚେତେଶ୍ୱର ପୂଜାରା ଦୀର୍ଘ ୭ ବର୍ଷ ପରେ ଆଇପିଏଲ୍‌ ଖେଳିବାକୁ ଯାଉଛନ୍ତି। ଏପ୍ରିଲ ୯ରୁ ଆରମ୍ଭ ହେଉଥିବା ଆଇପିଏଲ୍‌ର ୧୪ତମ ସିଜିନରେ ପୂଜାରା ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ଖେଳୁଥିବା ନଜର ଆସିବେ। ଏଥର ଚେନ୍ନାଇ ତାଙ୍କୁ ୫୦ ଲକ୍ଷ ଟଙ୍କାରେ କିଣିଛି। ସାଧାରଣତଃ ପୂଜାରାଙ୍କୁ ଜଣେ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ଭାବେ ଗଣାଯାଏ, କିନ୍ତୁ ଏବେ ତାଙ୍କୁ କ୍ରିକେଟର୍‌ ସବୁଠୁ ଛୋଟ ଫର୍ମାଟରେ ବ୍ୟାଟିଂ କରୁଥିବାର ଦେଖିବାକୁ ମିଳିବ। ଏଥିପାଇଁ ସେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସେ କହିଛନ୍ତି ବଲ୍‌କୁ ପଡିଆ ବାହାରକୁ ପଠାଇବାପାଇଁ ସେ ଜୋରଦାର ପ୍ରସ୍ତୁତି କରୁଛନ୍ତି। ଟି-୨୦ରେ ଚକା ମାରିବା ସବୁଠୁ ବଡ଼ କାର୍ଯ୍ୟ ଷଡଶଇଥଶଏ ତେଣୁ ଏହା କାମ କରିବା ମୋର ପ୍ରାଥମିକତା ରହିଛି ବୋଲି ୩୩ ବର୍ଷୀୟ ପୂଜାରା କହିଛନ୍ତି। ସୂଚନାଯୋଗ୍ୟ, ପୂଜାରା ଶେଷଥର ପାଇଁ ୨୦୧୪ରେ କିଙ୍ଗ୍ସ ଏକାଦଶ ପଞ୍ଜାବ ପକ୍ଷରୁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ବାମୀଙ୍କୁ ଶୀଘ୍ର ଘରକୁ ଆସିବା ପାଇଁ ଆକୁଳ ନିବେଦନ କଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ ଶେଷ ହୋଇଛି। ୪ଟି ମ୍ୟାଚରେ ୩୨ ଉଇକେଟ ଏବଂ ଗୋଟିଏ ଶତକ ମାରିଥିବା ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମ୍ୟାନ...

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ଭାରତର ଟାର୍ଗେଟ୍‌ ୧୮୫

ମେଲବୋର୍ନ,୮।୩- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ମହିଳା ବିଶ୍ୱକପ୍‌ରେ ଆୟୋଜକ ଅଷ୍ଟ୍ରେଲିଆ ଭାରତ ସମ୍ମୁଖରେ କଷ୍ଟାସାଧ୍ୟ ୧୮୫ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି।...

ଏହି ବିସ୍ଫୋରକ କ୍ରିକେଟର୍‌ଙ୍କୁ ବ୍ୟକ୍ତିଗତ ମେସେଜ୍‌ କଲେ ମୋଦି

ନୂଆଦିଲ୍ଲୀ,୨୬।୧: ୱେଷ୍ଟଇଣ୍ଡିଜର ବିସ୍ଫୋରକ ଓପନର୍‌ କ୍ରିସ ଗେଲ ୭୩ ତମ ସାଧାରଣତନ୍ତ୍ର ଦିବସ ଅବସରରେ ସମସ୍ତ ଭାରତୀୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ସେ କହିଛନ୍ତି,...

ଅଷ୍ଟ୍ରେଲିଆ ୫୫୬ ରନ୍‌ କରିବା ପରେ ବି ମ୍ୟାଚ୍‌ ଛଡ଼ାଇ ଆଣିଥିଲେ ଡ୍ରାଭିଡ୍‌

ନୂଆଦିଲ୍ଲୀ,୧୧।୧: ପୂର୍ବତନ ଭାରତୀୟ ଅଧିନାୟକ ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌ ମଙ୍ଗଳବାର ୪୯ତମ ଜନ୍ମଦିନ ପାଳନ କରିଛନ୍ତି। କୋଚିଂ କ୍ୟାରିୟର...

କ୍ରିକେଟ୍‌କୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଅକଲାଣ୍ଡ,୧୨।୫: ନ୍ୟୁଜିଲାଣ୍ଡର ଉଇକେଟ କିପର ବିଜେ ୱାଟଲିଂ କ୍ରିକେଟର୍‌ରୁ ଅବସର ଘୋଷଣା କରିଛନ୍ତି। ଭାରତ ବିପକ୍ଷରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଅନ୍ତିମ...

ଧୋନୀ ମ୍ୟାଚ୍‌ ଜିତାଇବା ଦେଖି ଚେୟାର୍‌ ଉପରୁ ଡେଇଁ ପଡିଲେ କୋହଲି : ଆଉ ତା’ପରେ

ଦୁବାଇ,୧୧।୧୦: ଆଇପିଏଲ ୨୦୨୧ରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍‌କେ) ପ୍ରଥମ ଦଳ ଭାବରେ ଫାଇନାଲରେ ପ୍ରବେଶ କରିଛି। ପ୍ରଥମ ଯୋଗ୍ୟତା ପର୍ଯ୍ୟାୟରେ ସିଏସ୍‌କେ ଦିଲ୍ଲୀ କ୍ୟାପିଟାଲ୍ସକୁ...

ସରକାରୀ ନିଯୁକ୍ତିରେ କ୍ରୀଡ଼ାବିତ୍‌ଙ୍କୁ ଅଧିକ ସୁଯୋଗ

ନୂଆଦିଲ୍ଲୀ,୧।୯ (ପି.ଟି.): କେନ୍ଦ୍ର ସରକାର ମେଧାବୀ କ୍ରୀଡ଼ାବିତ୍‌ମାନଙ୍କ ପାଇଁ ଚାକିରି କ୍ଷେତ୍ରରେ ସିଧା ନିଯୁକ୍ତି ନିମନ୍ତେ ତାଲିକାରେ ଅଧିକ ସଂଖ୍ୟକ କ୍ରୀଡ଼ାବର୍ଗକୁ ସାମିଲ କରିଛନ୍ତି। ଏହି...

ବିରାଟଙ୍କୁ ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ଲାରା

ମାଞ୍ଚେଷ୍ଟର,୨୮।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପରେ ଏକ ମ୍ୟାଚରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦...

Advertisement
Archives

Model This Week