Posted inଖେଳ

ଜାଡେଜାଙ୍କୁ ‘ସାର୍‌ ଜାଡେଜା’ ଡାକିବାରୁ ମିଳିଲା ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୫।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ (ଆଇପିଏଲ ୨୦୨୧)ରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଛି। ଚେନ୍ନାଇ ସୁପର କିଙ୍ଗ୍ସର ସୁପରଷ୍ଟାର ରବିନ୍ଦ୍ର ଜାଡେଜା ଆଇପିଏଲ ୨୦୨୧ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିଲେ। ରବିନ୍ଦ୍ର ଜାଡେଜାଙ୍କ ପ୍ରଦର୍ଶନକୁ ପ୍ରଶଂସା କରି କ୍ରୀଡା ଉପସ୍ଥାପକ ହର୍ଷ ଭୋଗଲେ କହିଛନ୍ତି ଯେ ସିଜିନରେ ସମସ୍ତ ରାଉଣ୍ଡ ପ୍ରଦର୍ଶନ କେବଳ ଜଣଙ୍କର ଥିଲା, ସେ ହେଉଛନ୍ତି ସାର୍‌ ଜାଡେଜା । ଶେଷ ଓଭରରେ ୩୭ ରନ ସ୍କୋର କରି ତା’ପରେ ୧୩ ରନରେ ୩ଟି ଉଇକେଟ ନେଇଥିଲେ, ମ୍ୟାକ୍ସୱେଲ ଏବଂ ଏବିଡିଙ୍କୁ ମଧ୍ୟ ସେ ରନଆଉଟ କରିଥିଲେ। ଯେତେବେଳେ ଜଣେ ବ୍ୟକ୍ତି ଏହି ସବୁ କରନ୍ତି ସେତେବେଳେ ଏହା ଆଶ୍ଚର୍ଯ୍ୟଜନକ ଅଟେ। ରବିନ୍ଦ୍ର ଜାଡେଜା ହର୍ଷ ଭୋଗଲେଙ୍କ ଏହି ପ୍ରଶଂସା ଶୁଣିଥିଲେ ଏବଂ ଏହା ଉପରେ ନିଜର ମନ୍ତବ୍ୟ ମଧ୍ୟ ଦେଇଥିଲେ। ଜାଡେଜା ଭୋଗଲେଙ୍କୁ ଧନ୍ୟବାଦ ଜଣାଇ କହିଛନ୍ତି ଯେ ତାଙ୍କୁ ‘ସାର୍‌ ଜାଡେଜା’ ବଦଳରେ ରବିନ୍ଦ୍ର ଜାଡେଜା ବୋଲି ଡାକିବା ଉଚିତ୍‌ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri