Posted inଖେଳ

ଧୋନୀଙ୍କ ଆଗରେ ପୁଣି ହାରିଲେ ଅମ୍ପାୟାର: ଦେଖନ୍ତୁ ଭିଡିଓ

ୟୁଏଇ,୨୦।୯: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଅଧିନାୟକ ଏମଏସ ଧୋନୀଙ୍କ ଡିଆରଏସ୍‌ ନେବା ପ୍ରସଙ୍ଗରେ କୌଣସି ତୁଳନା ନାହିଁ। ତାଙ୍କର ସଠିକ ସମୀକ୍ଷା ଯୋଗୁ ପ୍ରଶଂସକ ଡିଆରଏସ୍‌କୁ ଧୋନୀ ସମୀକ୍ଷା ସିଷ୍ଟମ ଆଖ୍ୟା ଦେଇଛନ୍ତି। ଧୋନୀଙ୍କ ଡିଆରଏସ୍‌ ପ୍ରାୟ ଅଧିକାଂଶ ସମୟ ସଫଳ ହୁଅନ୍ତି। ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚରେ ମଧ୍ୟ ସମାନ ଘଟଣା ଦେଖିବାକୁ ମିଳିଥିଲା। ଅମ୍ପାୟାରଙ୍କ ଦ୍ୱାରା ଆଉଟ୍‌ ନ କରାଯିବା ପରେ ଧୋନୀ ଡିଆରଏସ୍‌ ନେବା ମାତ୍ରେ ମୁମ୍ବାଇର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି କକ ଆଉଟ୍‌ ହୋଇଥିଲେ। ଫଲରେ ଅମ୍ପାୟାର ମଧ୍ୟ ଧୋନୀଙ୍କ ଆଗରେ ଭୁଲ୍‌ ସାବ୍ୟସ୍ତ ହୋଇଥିଲେ।
ଚେନ୍ନାଇ ଏବଂ ମୁମ୍ବାଇ ମଧ୍ୟରେ ଚାଲିଥିବା ତୃତୀୟ ଓଭରରେ ମୁମ୍ବାଇର ବ୍ୟାଟ୍ସମ୍ୟାନ ଡି କକ ଦୀପକ ଚହରଙ୍କ ପ୍ରଥମ ବଲ ତାଙ୍କ ପ୍ୟାଡ୍‌ରେ ବାଜିଥିଲା। କିନ୍ତୁ ଅନ ଫିଲ୍ଡ ଅମ୍ପାୟାର ତାଙ୍କୁ ଆଉଟ ଘୋଷଣା କରି ନ ଥିଲେ। ପରେ ଧୋନୀ ଡିଆରଏସ୍‌ ନେଇଥିଲେ। ତୃତୀୟ ଅମ୍ପାୟାର ଡି କକ ଆଉଟ ଘୋଷଣା କରିଥିଲେ। ଫଳରେ ଧୋନଙ୍କ ଆଖି ଅମ୍ପାୟାରଙ୍କ ଅପେକ୍ଷା ଅଧିକ ତୀକ୍ଷ୍ଣ ପ୍ରମାଣିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ଟସ ଜିତି ମୁମ୍ବାଇକୁ ୧୫୭ ରନ ଲକ୍ଷ୍ୟ ଦେଇଥିଲା, କିନ୍ତୁ ମୁମ୍ବାଇର ଦଳ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ହରାଇ ୧୩୬ ରନ୍‌ ରନ କରିପାରିଥିଲା। ଫଳରେ ଚେନ୍ନାଇ ୨୦ ରନ୍‌ରେ ମ୍ୟାଚ୍‌ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri