Posted inଖେଳ

ବାପାଙ୍କୁ ଆଲିଙ୍ଗନକରି କାନ୍ଦିବାକୁ ଲାଗିଲେ ଏହି ଖେଳାଳିଙ୍କ ୨ ଝିଅ: କାରଣ ଜାଣିଲେ…

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବାକୁ ଯାଉଛି। ଏ ନେଇ ସମସ୍ତ ଖେଳାଳି ସେମାନଙ୍କ ଟିମ୍‌ ନିକଟରେ ପହଞ୍ଚି ସାରିଛନ୍ତି। ବିଦେଶର ଖେଳାଳିମାନେ ମଧ୍ୟ ଭାରତରେ ପହଞ୍ଚି ସାରିଲେଣି। ଏହାରି ମଧ୍ୟରେ ଅଷ୍ଟ୍ରେଲିଆର କିମ୍ବଦନ୍ତୀ କ୍ରିକେଟର ତଥା ଆପିଏଲ୍‌ ତାରକା ଡେଭିଡ୍‌ ଓ୍ବାର୍ନର ସନରାଇଜର୍ସ ହାଇଦ୍ରାବାଦରେ ଶାମିଲ ପାଇଁ ଘରୁ ବାହାରି ସାରିଛନ୍ତି। କରୋନା ଯୋଗୁ ଏଥର ସେ ନିଜ ପରିବାରକୁ ସାଥୀରେ ଭାରତ ଆଣିନାହାନ୍ତି। ଏମିତିରେ ଓ୍ବାର୍ନର ଯିବା ସମୟରେ ତାଙ୍କର ୨ ଝିଅ ବାପାଙ୍କୁ ଆଲିଙ୍ଗନ କରି କାନ୍ଦୁଥିବାର ଦେଖିବାକୁ ମିଳୁଛି। ଓ୍ବାର୍ନରଙ୍କ ସ୍ତ୍ରୀ କ୍ୟାଣ୍ଡିସ ଓ୍ବାର୍ନର ସୋସିଆଲ ମିଡିଆରେ ସ୍ବାମୀଙ୍କ ଏହି ବିଦାୟ ସମୟର ଫଟୋ ପୋଷ୍ଟ କରିଛନ୍ତି। ଏହି ଫଟୋକୁ ଶେୟାର କରି କ୍ୟାଣ୍ଡିସ ଲେଖିଛନ୍ତି, ବିଦାୟ ବାପା, ଓ୍ବି ଲଭ୍‌ ୟୁ। @ ସନରାଇଜର୍ସ ପ୍ରସ୍ତୁତ ହୋଇଯାଅ, ଡେଭିଡ ଓ୍ବାର୍ନର ଆସୁଛନ୍ତି # IPL୨୦୨୧# OoangeArmy।
ତାଙ୍କର ଏହି ଫଟୋରେ ସନରାଇଜର୍ସଙ୍କ ଫ୍ରାଞ୍ଚାଇଜ୍‌ ଟୁଇଟ୍‌କରି ଲେଖିଛନ୍ତି, କ୍ୟାପଟେନ୍‌ ଶୀଘ୍ର ଦେଖାହେବ। ଆମେ ତାଙ୍କର ଭଲଭାବେ ଯତ୍ନନେବୁ, @ Candice Warner୩୧।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri