ମାତ୍ର କିଛି ଘଣ୍ଟା ମଧ୍ୟରେ ମାକ୍ସଓ୍ବେଲଙ୍କଠାରୁ ଅରେଞ୍ଜ୍‌ କ୍ୟାପ ଛଡାଇ ଆଣିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୯।୪: ଆଇପିଏଲ୍‌ର ୧୪ତମ ସିଜିନରେ ଦିଲ୍ଲୀ କ୍ୟାପିଟାଲ୍ସ ଓପନର ଶିଖର ଧାଓ୍ବନଙ୍କ ଚମତ୍କାର ଫର୍ମ ଜାରି ରହିଛି। ସେ ପଞ୍ଜାବ ଏକାଦଶ ପଞ୍ଜାବ ବିପକ୍ଷରେ ୯୨ ରନର୍‌ ପାଳି ଖେଳି ଦଳକୁ ଜିତାଇଥିଲେ। ଚଳିତ ଟୁର୍ନାମେଣ୍ଟରେ ଏହା ତାଙ୍କ ଦ୍ୱିତୀୟ ଅର୍ଦ୍ଧଶତକ। ଏହା ସହ ଧାଓ୍ବନ ଚଳିତ ଆଇପିଏଲ୍‌ରେ ସର୍ବାଧିକ ରନ୍‌ ସ୍କୋର କରିଥିବା ବ୍ୟାଟ୍ସମ୍ୟାନ୍‌ ହେବାରେ ସୌଭାଗ୍ୟ ଅର୍ଜନ କରିଛନ୍ତି। ଅର୍ଥାତ୍‌ ଏବେ ତାଙ୍କ ପାଖରେ ଅରେଞ୍ଜ୍‌ କ୍ୟାପ୍‌ ରହିଛି। ସେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବ୍ୟାଟ୍ସମ୍ୟାନ୍‌ ମାକ୍ସଓ୍ବେଲ୍‌ଙ୍କଠାରୁ ଅରେଞ୍ଜ କ୍ୟାପ୍‌ ଛଡାଇ ଆଣିଛନ୍ତି। ଧାଓ୍ବନ ୩ଟି ମ୍ୟାଚ୍‌ରେ ହାରାହାରି ୬୨ରେ ୧୮୬ ରନ୍‌ ସ୍କୋର କରିଚନ୍ତି। ସେହିପରି ମାସ୍କଓ୍ବେଲ ୩ଟି ମ୍ୟାଚ୍‌ରେ ୫୮.୬୬ ହାରରେ ୧୭୬ ରନ୍‌ କରିଛନ୍ତି। ଉଭୟ ନିଜ ନିଜ ତୃତୀୟ ମ୍ୟାଚ୍‌ରେ ଅରେଞ୍ଜ କ୍ୟାପ୍‌ ହାସଲ କରିଥିଲେ। ପ୍ରଥମେ ମାକ୍ସଓ୍ବେଲ ଅରେଞ୍ଜ କ୍ୟାପ୍‌ ଲଗାଇଥିବା ବେଳେ ଏହାର କିଛି ଘଣ୍ଟା ପରେ ଧାଓ୍ବନଙ୍କ ପାଖକୁ ଏହି କ୍ୟାପ୍‌ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri