Posted inଖେଳ

ଆଜି ନିର୍ଣ୍ଣାୟକ ମୁକାବିଲା: ଜାଣନ୍ତୁ କେବେ ଆଉ କେଉଁଠି ଦେଖିବେ ଚେନ୍ନାଇ-କୋଲକାତାର ମ୍ୟାଚ୍‌

ନୂଆଦିଲ୍ଲୀ,୧୫।୧୦: ଆଇପିଏଲ୍‌ ୨୦୨୧ଚ ଫାଇନାଲରେ ଚେନ୍ନାଇ ସୁପର କିଙ୍ଗ୍ସକୁ ଭେଟିବ କୋଲକାତା ନାଇଟ୍‌ ରାଇଡର୍ସ। ଏପର୍ଯ୍ୟନ୍ତ ୧୨ ସିଜନ୍‌ ଖେଳାଯାଇଥିବା ବେଳେ ନବମ ଥର ପାଇଁ ଫାଇନାଲ ଖେଳୁଛି ଚେନ୍ନାଇ। ଉଭୟ ଟିମ୍‌ ମ୍ୟାଚ୍‌ ଜିତି ଆଉ ଥରେ ଚାମ୍ପିୟନ ହେବା ଲକ୍ଷ୍ୟରେ ମଇଦାନକୁ ଓହ୍ଲାଇବ। ତେବେ ଆସନ୍ତୁ ଜାଣିବା ଏହି ମ୍ୟାଚ୍‌କୁ କେବେ ଏବଂ କେଉଁଠି ଦେଖିବେ…

କେବେ ଖେଳାଯିବ ମ୍ୟାଚ୍‌: ଫାଇନାଲ ଶୁକ୍ରବାର ଅକ୍ଟୋବର ୧୫ରେ ଖେଳାଯିବ।

କେଉଁଠି ଖେଳାଯିବ?
ଏହି ମ୍ୟାଚ୍‌ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ।

କେତେବେଳେ ଆରମ୍ଭ ହେବ?
ଭାରତୀୟ ସମୟାନୁସାରେ ମ୍ୟାଚ୍‌ ଅପରାହ୍ନ ୭ଟା ୩୦ରେ ଆରମ୍ଭ ହେବ। ୭ଟାରେ ଟସ୍‌ ପଡ଼ିବ।

କେଉଁଠି ପ୍ରସାରଣ ହୁଏ?
ଫାଇନାଲ ମ୍ୟାଚ୍‌ର ସିଧା ପ୍ରସାରଣ ଷ୍ଟାର ସ୍ପୋଟ୍ସ ନେଟ୍‌ଓ୍ବାର୍କରେ ଦେଖିପାରିବେ। ଏହାଛଡ଼ା ଲାଇଭ୍‌ ଷ୍ଟ୍ରିମିଂ ହଟ୍‌ଷ୍ଟାର+ ଡିଜ୍‌ନିରେ ଦେଖିହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri