Posted inଖେଳ

ମନ ଜିଣିଲେ ଜାଡେଜା: ପଡିଆରେ କଲେ ଏମିତି କାମ

ମୁମ୍ବାଇ, ୨୦।୪: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍‌କେ) ନିଜ ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚ ଅନେକ କ୍ଷେତ୍ରରେ ରବିନ୍ଦ୍ର ଜାଡେଜାଙ୍କ ପାଇଁ ସ୍ବତନ୍ତ୍ର ଥିଲା। ସିଏସକେ ଅଧିନାୟକ ଭାବରେ ଏମଏସ ଧୋନୀଙ୍କ ଏହା ୨୦୦ ତମ ମ୍ୟାଚ ଥିଲା। ଏଭଳି ପରିସ୍ଥିତିରେ ସମସ୍ତ ଖେଳାଳି ସହଯୋଗ କରିବାକୁ ଚାହୁଁଥିଲେ। ବ୍ୟାଟିଂ ବେଳେ ଜାଡେଜା ପ୍ରଥମ ୮ ରନ ସ୍କୋର କରିଥିଲେ। ଏହା ପରେ ସେ ବୋଲିଂ ବେଳେ ୨୮ ରନ ଦେଇ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଉଇକେଟ ନେଇଥିଲେ। ଏହା ବ୍ୟତୀତ ସେ ବହୁତ ଭଲ ଫିଲ୍ଡିଂ ମଧ୍ୟ କରି ୪ଟି କ୍ୟାଚ ମଧ୍ୟ ଧରିଥିଲେ। ଉଇକେଟ୍‌ ନେବା ପରେ ପଡିଆରେ ଜାଡେଜା ଡ୍ୟାନ୍ସ କରିବା ସହ ଅଭିନୟ ମଧ୍ୟ କରିଥିଲେ। ଜଡ୍ଡୁଙ୍କ ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ମ୍ୟାଚରେ ଚେନ୍ନାଇ ପ୍ରଥମ ଖେଳି ୯ ଉଇକେଟ ହରାଇ ୧୮୮ସ୍କୋର କରିଥିଲା। ଏହାର ଜବାବରେ ରାଜସ୍ଥାନର ଦଳ କେବଳ ୯ ଉଇକେଟ ହରାଇ ୧୪୩ ରନ କରିପାରିଥିଲା। ଏହି ବିଜୟ ସହ ଚେନ୍ନାଇ ଦଳ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି। ସେହିପରି ତିନୋଟି ମ୍ୟାଚରେ ଏହା ରାଜସ୍ଥାନର ଦ୍ୱିତୀୟ ପରାଜୟ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?