Posted inଖେଳ

କମ୍‌ ବୟସରେ ହେୟାର ଷ୍ଟାଇଲିଷ୍ଟଙ୍କ ପ୍ରେମରେ ପଡିଥିଲେ ଏହି କ୍ରିକେଟର୍‌: ଏବେ କଲେ ଖୁଲାସା

ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର ବୋଲର୍‌ ରାହୁଲ ଚହର ନିଜ ବୋଲିଂକୁ ନେଇ ଚର୍ଚ୍ଚାରେ ଥାନ୍ତି। ଚଳିତ ଆଇପିଏଲ୍‌ରେ ସେ ନିଜ ହେୟାର ଷ୍ଟାଇଲକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ହେୟାର ଷ୍ଟାଇଲ୍‌ ବିଷୟରେ ଜାଣିବା ପାଇଁ ଚାହୁଁଥିଲେ। ନିଜ ପ୍ରଶଂସକଙ୍କୁ ଆଉ ଅପେକ୍ଷା ନ କରାଇ ନିଜ ହେୟାର ଷ୍ଟାଇଲିଷ୍ଟଙ୍କୁ ପରିଚିତ କରାଇଛନ୍ତି ଚହର। ନିଜ ପ୍ରେମିକା ଇଶାନୀଙ୍କ ସହ ଏକ ଫଟୋ ଶେୟାର କରି ସେ କହିଛନ୍ତି ମୋ ହେୟାର ଷ୍ଟାଇଲିଷ୍ଟଙ୍କୁ ଭେଟନ୍ତୁ। ୨୨ ବର୍ଷୀୟ ରାହୁଲ ଖୁବ୍‌ କମ୍‌ ବୟସରେ ଇଶାନୀଙ୍କ ପ୍ରେମରେ ପଡିଥିଲେ। ଦୀର୍ଘ ଦିନ ରିଲେସନସିପ୍‌ରେ ରହିବା ପରେ ଉଭୟ ୨୦୧୯ରେ ସାରା ଜୀବନ ଏକାଠି ରହିବାକୁ ନିଷ୍ପତ୍ତି ନେଇଥିଲେ। ୨୦୧୯ରେ ଉଭୟଙ୍କ ନିର୍ବନ୍ଧ ଶେଷ ହୋଇଛି।

ipl 2021, rahul chahar, rahul chahar girlfriend, mumbai indians


Enter your email to get our daily news in your inbox.

All Right Reserved By Dharitri.Com

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?