Posted inଖେଳ

ଏହି ତାରିଖରୁ ଆରମ୍ଭ ହୋଇପାରେ ଆଇପିଏଲ୍‌: ଅକ୍ଟୋବର ୧୦ରେ ଫାଇନାଲ୍‌!

ନୂଆଦିଲ୍ଲୀ,୩୧।୫: କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ଆଇପିଏଲ ୨୦୨୧ର ୧୪ ତମ ସିଜନର ବାକି ମ୍ୟାଚ୍‌ ୟୁଏଇରେ ଖେଳାଯିବ। ନିକଟରେ ବିସିସିଆଇର ସ୍ବତନ୍ତ୍ର ସାଧାରଣ ସଭାରେ ଅବଶିଷ୍ଟ ୩୧ଟି ମ୍ୟାଚ ୟୁଏଇରେ ଖେଳାଯିବ ବୋଲି ଘୋଷଣା କରାଯାଇଥିଲା। ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ସେପ୍ଟେମ୍ବର ୧୭ରୁ ଆରମ୍ଭ ହୋଇ ଅକ୍ଟୋବର ୧୦ରେ ଶେଷ ହେବାର ସମ୍ଭାବନା ରହିଛି। ଫାଇନାଲ ଅକ୍ଟୋବର ୧୦ରେ ଖେଳାଯାଇପାରେ। ଆଇପିଏଲର କଠୋର ବାୟୋ ବବୁଲରେ କରୋନା ପ୍ରବେଶ ପରେ ୨୯ ମ୍ୟାଚ ପରେ ଏହି ଲିଗ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋଚ୍‌ ଏଲ୍‌କୋଙ୍କଠାରୁ ଅଲଗା ହେଲା କେରଳ ବ୍ଲାଷ୍ଟର

ନୂଆଦିଲ୍ଲୀ,୨୨।୪ (ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) କ୍ଲବ କେରଳ ବ୍ଲାଷ୍ଟର୍ସ ହେଡ୍‌ କୋଚ୍‌ ଏଲ୍‌କୋ ସ୍କାଟୋରୀଙ୍କଠାରୁ ଅଲଗା ହୋଇଛି। ଏ ସଂକ୍ରାନ୍ତରେ କେରଳ ବୁଧବାର...

ପ୍ରଥମ ଦେଖାରେ ଅନୁଷ୍କାଙ୍କୁ ଏମିତି କହିଥିଲେ ବିରାଟ

ଭାରତର ରନ ମେସିନ ବିରାଟ କୋହଲି ନିଜର ୩୧ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ବହୁ ପ୍ରତିଷ୍ଠିତ କ୍ରିକେଟର୍‌ ଓ ବଲିଉଡ କଳକାର ତାଙ୍କୁ...

ଅକ୍ଷରଙ୍କ ବୋଲିଂ ଦେଖି ଖୁସିରେ ଝୁମିଲେ ‘କ୍ରିକେଟର ଭଗବାନ’; ଟୁଇଟ୍‌ କରି କହିଲେ…

ଅହମ୍ମଦାବାଦ,୨୫।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ-ଇଲଂଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ୍‌ ଖେଳ ଜାରି ରହିଛି। ଏହି ଦିବାରାତ୍ର ମ୍ୟାଚ୍‌ର ପ୍ରଥମ ଦିନରେ ଚମକିଛନ୍ତି ଭାରତୀୟ...

ଭାରତୀୟ ଯୁବତୀଙ୍କୁ ବିବାହ କରିବେ ଅଷ୍ଟ୍ରେଲିଆର ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ପାକିସ୍ତାନ କ୍ରିକେଟର ହସନ ଅଲ୍ଲୀଙ୍କ ପରେ ଏବେ ଆଉ ଜଣେ ବିଦେଶୀ କ୍ରିକେଟର୍‌ ଭାରତୀୟ ଯୁବତୀଙ୍କ ପ୍ରେମରେ ପଡିଛନ୍ତି। ଖୁବଶିଘ୍ର ଉଭୟ ବିବାହ ବନ୍ଧନରେ ଆବଦ୍ଧ...

ଦ୍ୱିତୀୟ ଟି୨୦: ଜାଡେଜାଙ୍କ ଅନୁପସ୍ଥିତି ସତ୍ତ୍ୱେ ଭାରତ ଫେଭରାଇଟ୍‌

ସିଡ୍‌ନୀ,୬।୧୨(ପି.ଟି.): ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ରବିବାର ଭାରତ ଓ ଘରୋଇ ଅଷ୍ଟ୍ରେଲିଆ ତୃତୀୟ ଟି୨୦ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। କନ୍‌କସନ କାରଣରୁ ଅଲରାଉଣ୍ଡର...

ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ: ବେରେଟିନି ଫାଇନାଲରେ

ଲଣ୍ଡନ, ୧୦।୭- ଇଟାଲିର ମାଟେଓ ବେରେଟିନି ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ସେ...

ଏନ୍‌ସିଏର ଉନ୍ନତି ଲାଗି ଡ୍ରାଭିଡଙ୍କୁ ଭେଟିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୩୧।୧୦(ପି.ଟି.)- ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର ଉନ୍ନତି ପାଇଁ ନବ ନିଯୁକ୍ତ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ତତ୍ପରତା ଦେଖାଇଛନ୍ତି।...

ବିଜୟ ମାଲ୍ୟାଙ୍କୁ ‘ବିଗ୍‌ବସ୍‌’ କହି ଟ୍ରୋଲ ହେଲେ ଗେଲ୍‌

ଲଣ୍ଡନ, ୧୪।୭: ପଳାତକ ଭାରତୀୟ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଭେଟିଛନ୍ତି ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଧଶ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ୍‌। ଫର୍ମୁଲା-୧ ବ୍ରିଟିଶ ଗ୍ରାଁ ଫ୍ରି ମୈଦାନରେ ମାଲ୍ୟାଙ୍କ...

Advertisement
Archives

Model This Week