Posted inଖେଳ

ଅରେଞ୍ଜ, ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି କେଉଁ ଖେଳାଳି: ଜାଣନ୍ତୁ

ୟୁଏଇ,୨୦।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୧)ର ୧୪ ତମ ସିଜନ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଧୋନୀଙ୍କ ସିଏସକେ ମୁମ୍ବାଇକୁ ୨୦ ରନରେ ପରାସ୍ତ କରିଛି। ଓପନର ଋତୁରାଜ ଗାଇକ୍ୱାଡଙ୍କ ଅପରାଜିତ ଅର୍ଦ୍ଧଶତକ ପରେ ଡ୍ବେନ ବ୍ରାଭୋ ଏବଂ ଦୀପକ ଚହର ଚମତ୍କାର ବୋଲିଂ ଆଧାରରେ ଚେନ୍ନାଇ ସୁପର କିଙ୍ଗସ ଏହି ମ୍ୟାଚ୍‌ ଜିତି ପଏଣ୍ଟ ଟେବୁଲ (ଆଇପିଏଲ ୨୦୨୧ ପଏଣ୍ଟ ଟେବୁଲ)ର ଶୀର୍ଷରେ ପହଞ୍ଚିଛି। ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିବା ସହିତ ସିଏସକେର ଋତୁରାଜ ଗାଇକ୍ୱାଡ ଏବଂ ଦୀପକ ଚହର ଯଥାକ୍ରମେ ଅରେଞ୍ଜ୍‌ କ୍ୟାପ ଏବଂ ପର୍ପଲ କ୍ୟାପ ଦୌଡ଼ରେ ଶ୍ରେଷ୍ଠ ୫ ତାଲିକାରେ ପ୍ରବେଶ କରିଛନ୍ତି।
ତାଙ୍କର ଉଜ୍ଜ୍ୱଳ ଇନିଂସ ଆଧାରରେ ବର୍ତ୍ତମାନ ଋତୁରାଜ ଗାଇକ୍ୱାଡ ଆଇପିଏଲ ୧୪ରେ ୮ ଟି ମ୍ୟାଚରେ ୨୮୪ ରନ ସହ ପଞ୍ଚମ ସ୍ଥାନରେ ରହିଛନ୍ତି। ଏଥି ସହିତ ଦିଲ୍ଲୀ କ୍ୟାପିଟାଲ୍ସର ଶିଖର ଧାୱନ ୮ଟି ମ୍ୟାଚରେ ୩୮୦ରନ ସହ ତାଲିକାର ଶୀର୍ଷରେ ଅଛନ୍ତି। ପଞ୍ଜାବ କିଙ୍ଗ୍ସର ଅଧିନାୟକ କେ.ଏଲ ରାହୁଲ ୭ଟି ମ୍ୟାଚରେ ୩୩୧ ରନ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସିଏସ୍‌କେର ଫାଫ ଡୁ ପ୍ଲେସିସ ୮ଟି ମ୍ୟାଚ ରେ ୩୨୦ ରନ ସହ ତୃତୀୟ ସ୍ଥାନରେ ଅଛନ୍ତି । ଦିଲ୍ଲୀ କ୍ୟାପିଟାଲର ପୃଥ୍ବୀ ଶ’ ଚତୁର୍ଥ ସ୍ଥାନରେ ଅଛନ୍ତି। ସେ ୮ ଟି ମ୍ୟାଚରେ ୩୦୮ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri