Posted inଖେଳ

ଚେନ୍ନାଇ ଦଳରେ ସାମିଲ ହେଲେ ଏହି ବିସ୍ଫୋରକ ବ୍ୟାଟ୍‌ସମ୍ୟାନ୍‌

ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ ମିନି ନିଲାମ ରବିନ ଉଥାପ୍ପାଙ୍କୁ ଏଥର ଦଳରେ ନେଇ ଚେନ୍ନାଇ ସୁପର୍‌ କିଙ୍ଗ୍ସ। ଷ୍ଟିଭ ସ୍ମିଥଙ୍କ ଅଧିନାୟକତ୍ୱରେ ରାଜସ୍ଥାନ ପାଇଁ ଉଥାପ୍ପାଙ୍କ ପୂର୍ବ ଆଇପିଏଲ ସିଜିଜ୍‌ରେ ଅତ୍ୟନ୍ତ ଖରାପ ଥିଲା ଏବଂ ସେ ତିନିଥର ଆଇପିଏଲ ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସରେ କ୍ୟାଶ୍‌ ଡିଲ୍‌ରେ ଯୋଗ ଦେଇଛନ୍ତି। ଘରୋଇ କ୍ରିକେଟ ର ବିସ୍ଫୋରକ ବ୍ୟାଟ୍ସମ୍ୟାନ ରବିନ ଉଥାପ୍ପା ଗତ ସିଜନରେ ଆଇପିଏଲ ୨୦୦୮ ଚାମ୍ପିଅନ ରାଜସ୍ଥାନ ରୟାଲ୍ସ ଦ୍ୱାରା ୩କୋଟି ଟଙ୍କାରେ ତାଙ୍କ ଦଳରେ ସାମିଲ ହୋଇଥିଲେ। ରାଜସ୍ଥାନ ରୟାଲ୍ସରେ ଯୋଗଦେବା ପୂର୍ବରୁ ଉଥାପ୍ପା ମଧ୍ୟ ମୁମ୍ବାଇ ଇଣ୍ଡିଆନ୍ସ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର, ପୁଣେ ୱାରିୟର୍ସ ଏବଂ କୋଲକାତା ନାଇଟ ରାଇଡର୍ସର ଏକ ଅଂଶ ଥିଲେ। ଆଇପିଏଲ ୨୦୨୧ର ମିନି ନିଲାମ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗସ ଏହି ଭେଟେରାନ ବ୍ୟାଟ୍ସମ୍ୟାନଙ୍କୁ ଫଟୋକୁ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରି କୁହାଯାଇଛି ଯେ, ସେ ଉଥାପ୍ପା ସିଏସ୍‌କେର ଏକ ଅଂଶ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଗତ ଚାଷୀଙ୍କ ସ୍ତ୍ରୀଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ, ଦେଲେ ଏତିକି ଲକ୍ଷ ଟଙ୍କା

ଦେବଗଡ,୨୦।୪(ଶଶାଙ୍କ ଶେଖର ଝାଙ୍କର): କୃଷକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁରେ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ବରିଷ୍ଠ ଆଇନଜୀବୀ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲାର ସମାଜ…

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ…

ଯୁଦ୍ଧକୁ ଡେଇଁଲା ଚାଇନା, ଇରାନୀ ଜାହାଜ ଜବତ ଉପରେ ଖୋଲାଖୋଲି ଭାବେ କଲା ମୁକାବିଲା

ଓ୍ବାଶିଂଟନ୍‌,୨୦।୪: ଇରାନ-ଆମେରିକା ବିବାଦର ସମାଧାନ ପାଇଁ ଇସଲାମାବାଦରେ ଆଲୋଚନା ଚାଲିଥିବାବେଳେ, ଇରାନ ନିଶ୍ଚିତ କରିଛି ଯେ ଆମେରିକା ଏହାର ଏକ ବାଣିଜ୍ୟ ଜାହାଜ, ଟୋସ୍କାକୁ ଜବତ କରିଛି।…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

ପୁଣି ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣରେ ବିରୁଷ୍କା: ୫ ମାସ ମଧ୍ୟରେ ତୃତୀୟଥର ପାଇଁ…

ନୂଆଦିଲ୍ଲୀ,୨୦।୪: IPL 2026ରେ ଚମତ୍କାର ପ୍ରଦର୍ଶନ କରୁଥିବା RCBର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲି IPL ମଝିରୁ ସମୟ ବାହାର କରି କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହିତ…

ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ

ଗୁଡାରି,୨୦।୪(ପ୍ରମୋଦ କୁମାର ପତି ): ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ…

ଇରାନ ବୈଦେଶିକ ମନ୍ତ୍ରଣାଳୟର ବଡ଼ ବୟାନ; ବ୍ଲେମ୍ ଗେମ୍ ଖେଳୁଛି ଆମେରିକା, ଆଉ ଆଲୋଚନା ପାଇଁ…

ତେହରାନ,୨୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଥମିବାର କୌଣସି ସଙ୍କେତ ଦେଖାଯାଉ ନାହିଁ । ଏହାରି ଭିତରେ ଇରାନ ସ୍ପଷ୍ଟ ଭାବରେ କହିଛି ଯେ ବର୍ତ୍ତମାନ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri