Posted inଖେଳ

ଏହି ଦେଶରେ ହୋଇପାରେ ଆଇପିଏଲ୍‌ର ବାକି ମ୍ୟାଚ୍‌

ନୂଆଦିଲ୍ଲୀ,୨୩।୫: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ଅବଶିଷ୍ଟ ମ୍ୟାଚ ସଂଯୁକ୍ତ ଆରବ ଏମିରେଟ୍ସରେ ଖେଳାଯିବାର ସମ୍ଭାବନା ରହିଛି। ସେପ୍ଟେମ୍ବରରୁ ଅକ୍ଟୋବର ମଧ୍ୟରେ ଏହି ମ୍ୟାଚ ଖେଳାଯିବ। ଏହାପୂର୍ବରୁ ବୋର୍ଡ ଏହି ମ୍ୟାଚ ପାଇଁ ଦୁଇଟି ବିକଳ୍ପ ଉପରେ ବିଚାର କରୁଥିଲା। ଏଥିରେ ଇଂଲଣ୍ଡ ଏବଂ ୟୁଏଇ ଅନ୍ତର୍ଭୁକ୍ତ ଥିଲା। ବିସିସିଆଇ ଏହାକୁ ବିଚାର କରୁଛି। ତେବେ ଏପର୍ଯ୍ୟନ୍ତ ସରକାରୀ ଘୋଷଣା କରାଯାଇ ନାହିଁ। ଗଣମାଧ୍ୟମ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୟୁଏଇରେ ଆଇପିଏଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇସାରିଛି। ଏହାକୁ ଦୃଷ୍ଟିରେ ରଖି ଅବଶିଷ୍ଟ ମ୍ୟାଚ ସେଠାରେ ଅନୁଷ୍ଠିତ ହେବ ବୋଲି କୁହାଯାଉଛି। ବିସିସିଆଇ ମେ ୨୯ରେ ଏକ ସ୍ବତନ୍ତ୍ର ସାଧାରଣ ବୈଠକ କରିବାକୁ ଯାଉଛି। ଏହି ବୈଠକରେ ନୂତନ ସ୍ଥାନ ଏବଂ ତାରିଖ ଘୋଷଣା କରିବାର ସମ୍ଭାବନା ଅଛି। ସୂଚନାଯୋଗ୍ୟ, କରୋନା ଯୋଗୁ ଆଇପିଏଲ୍‌ ୨୦୨୧ ଅଧାରୁ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିଏସକେକୁ ୧୫୮ ରନର ଟାର୍ଗେଟ ଦେଲା ଏମଆଇ…

ମୁମ୍ବାଇ,୮।୪ : ଆଇପିଏଲ ସିରିଜ ୧୬ର ୧୨ ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)ମଧ୍ୟରେ ମୁମ୍ବାଇର ଓ୍ବାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଛି।...

ଅଷ୍ଟ୍ରେଲିଆ ପାଇଁ ବଢ଼ିଲା ସଙ୍କଟ

ମେଲବୋର୍ନ,୨୯ା୧୦(ପି.ଟି.): ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ର ଦୁଇଟି ମ୍ୟାଚ୍‌ ବର୍ଷା ପାଇଁ ବାଧାପ୍ରାପ୍ତ ହୋଇଛି। ଶୁକ୍ରବାର ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ଓ ଆୟର୍ଲାଣ୍ଡ...

କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ

ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍‌ ହୋଇଛି। ହାପେନ୍‌ଡହ୍ବାଟ୍‌...

ଉଡନ୍ତା କାର୍‌ କିଣିବାକୁ ଚାହୁଁଛନ୍ତି ଏହି କ୍ରିକେଟ୍‌ର

କରୋନା ଭାଇରସ କାରଣରୁ କୌଣସି କ୍ରିକେଟ ସିରିଜ୍‌ ଅନୁଷ୍ଠିତ ହୋଇପାରୁନାହିଁ। ଏହି କାରଣରୁ ଅଧିକାଂଶ କ୍ରିକେଟ ଖେଳାଳି ସୋସିଆଲ ମିଡିଆରେ ସକ୍ରିୟ ରହୁଛନ୍ତି। ଏହି ମହାମାରୀ...

ବ୍ୟାଟ୍‌ ଛାଡି ବନ୍ଧୁକ ଧରିଲେ ଧୋନୀ

ରାଞ୍ଚି,୧୦।୨: ଭାରତର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ରାଞ୍ଚିରେ ଅଛନ୍ତି। ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନ୍‌ ପାଇଁ ମଧ୍ୟ...

ବଡ଼ ଉପଲବ୍ଧି ହାସଲ କଲେ ହିଟ୍‌ମ୍ୟାନ୍‌

ପାଲେକେଲ୍‌,୫।୯:ଏସିଆ କପ ୨୦୨୩ର ପଞ୍ଚମ ମ୍ୟାଚରେ ଭାରତ ନେପାଳକୁ ୧୦ ଉଇକେଟରେ ପରାସ୍ତ କରିଛି। ଏହି ବିଜୟରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏକ ଗୁରୁତ୍ୱପୂର୍ଣ୍ଣ...

ୟୁନାଇଟେଡ କପ୍‌ କ୍ରିକେଟ: ସୁନ୍ଦରଗ୍ରାମ ସ୍ପୋର୍ଟିଂ ଚାମ୍ପିୟନ

କଣ୍ଟାପଡା, ୬ା୨ (ଡି.ଏନ୍‌.ଏ.): କଣ୍ଟାପଡା ବ୍ଲକ ଅନ୍ତର୍ଗତ ବାଇରୋଇ ନାରାୟଣୀ ୟୁଥକ୍ଲବ ପକ୍ଷରୁ ସ୍ଥାନୀୟ କେଳାକୁଦ ପଡିଆରେ ଆୟୋଜିତ ୩ୟ ୟୁନାଇଟେଡ କପ୍‌ କ୍ରିକେଟ ଟୁର୍ନାମେଣ୍ଟର...

ଆଫ୍ରିଦିଙ୍କୁ ଗମ୍ଭୀରଙ୍କ କଡ଼ା ଜବାବ

ନୂଆଦିଲ୍ଲୀ,୧୭।୫: ଭାରତୀୟ ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର ପାକିସ୍ତାନ ପୂର୍ବତନ ଅଲରାଉଣ୍ଡର ଶାହିଦ ଆଫ୍ରିଦିଙ୍କୁ କଡ଼ା ଜବାବ ଦେଇଛନ୍ତି। କେବଳ ସେତିକି...

Advertisement
Archives

Model This Week