Posted inଖେଳ

ସାନ ଭାଇଙ୍କୁ ଆଉଟ୍‌ କଲେ ବଡ଼ ଭାଇ: ଦେଖନ୍ତୁ ଆଉଟ୍‌ ପରେ କେମିତି ଥିଲା ପ୍ରତିକ୍ରିୟା

ମୁମ୍ବାଇ,୨୯।୩: ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୨ର ଚତୁର୍ଥ ମ୍ୟାଚରେ ଲକ୍ଷ୍ନୌର ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ତାଙ୍କ ଭାଇ ଗୁଜୁରାଟ ଟାଇଟାନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଆଉଟ୍‌ କରିଛନ୍ତି। ବିଶେଷ କଥା ହେଉଛି ଭାଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଆଉଟ୍‌ କରି କ୍ରୁନାଲ ଖୁସି ଖୁସି ନ ଥିଲେ। ସୋସିଆଲ ମିଡିଆରେ ଆଉଟ୍‌ ବେଳର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି କ୍ରୁନାଲ ହାର୍ଦ୍ଦିକଙ୍କୁ ଆଉଟ୍‌ କରି କୌଣସି ପ୍ରକାରର ସେଲିବ୍ରେସନ କରିନାହାଁନ୍ତି। ହାର୍ଦ୍ଦିକ ୨୮ ବଲରେ ୩୩ ରନ ସଂଗ୍ରହ କରି କ୍ରୁନାଲଙ୍କ ଦ୍ୱାରା ଆଉଟ୍‌ ହୋଇଥିଲେ। ସେ ଛକା ମାରିବାକୁ ଉଦ୍ୟମ କରି ସୀମାରେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ।
ଏହି ମ୍ୟାଚ୍‌ ଲକ୍ଷ୍ନୌ ସୁପର୍‌ ଜ୍ୟାଣ୍ଟସ୍‌କୁ ୫ ଉଇକେଟ୍‌ରେ ପରାସ୍ତ କରି ଗୁଜରାଟ ଟାଇଟାନ୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛି। ମାତ୍ର ୨ ବଲ ପୂର୍ବରୁ ହାର୍ଦିକ ପାଣ୍ଡ୍ୟାଙ୍କ ଦଳ ବିଜୟ ଲକ୍ଷ୍ୟରେ ପହଞ୍ଚିଯାଇଥିଲା। ମହମ୍ମଦ ସାମି ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ।

https://twitter.com/SportsHustle3/status/1508490202385612801


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri