ଆଇପିଏଲ୍‌ ସମାପନ ସମାରୋହ: ଜଲଓ୍ବା ଦେଖାଇଲେ ରଣବୀର

ଅହମ୍ମଦାବାଦ୍‌,୨୯।୫: ଆଇପିଏଲ ୧୫ର ଫାଇନାଲ ଆଜି ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ପୂର୍ବରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆଇପିଏଲ ୨୦୨୨ର ସମାପନ ସମାରୋହ ଆୟୋଜିତ ହୋଇଛି। ଏହି ସମାରୋହରେ ବଲିଉଡ୍‌ ଗୀତିକାର ଏ.ଆର୍‌ ରେହମାନ ଏବଂ ଅଭିନେତା ରଣବୀର ସିଂଙ୍କ ଜଲଓ୍ବା ଦେଖିବାକୁ ମିଳିଥିଲା। ଆଇପିଏଲରେ ୩ ବର୍ଷ ପରେ ବନ୍ଦ ସମାରୋହ ଆୟୋଜିତ ହୋଇଛି। କରୋନା ମହାମାରୀ ହେତୁ ଗତ ୩ ବର୍ଷ ହେବ ଏହି ସମାରୋହ ହୋଇ ନ ଥିଲା।
ସମାପନ ସମାରୋହ ୪୫ ମିନିଟ ଧରି ଚାଲିଥିଲା। ଭାରତୀୟ କ୍ରିକେଟ ଇତିହାସର ଝଲକ ଦେଖାଇ ଏ.ଆର୍‌ ରହମାନ ନିଜର ଶକ୍ତିଶାଳୀ ସ୍ବରରେ ଜୟ ହୋ ଗାଇ ସମସ୍ତଙ୍କୁ ଆକର୍ଷିତ କରିଥିଲେ। ତାଙ୍କ ସହ ଗାୟକ ମୋହିତ ଚୌହାନ ଏବଂ ନୀତି ମୋହନ ମଧ୍ୟ ଥିଲେ। ସେହିପରି ରଣବୀର ସେ କେଜିଏଫ ସମେତ ଅନେକ ଫିଲ୍ମ ଗୀତରେ ନୃତ୍ୟ କରିଥିଲେ।
ଆଇପିଏଲ ୨୦୨୨ର ଅନ୍ତିମ ମ୍ୟାଚରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି, ଉପରାଷ୍ଟ୍ରପତି ରାଜୀବ ଶୁକ୍ଲା, ସଚିବ ଜୟ ଶାହା, ସମେତ ବିସିସିଆଇର ଉଚ୍ଚ ସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ। ଏହାସହ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ମଧ୍ୟ ମ୍ୟାଚ୍‌ ଦେଖିବା ପାଇଁ ଷ୍ଟାଡିୟମରେ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri